Posted inଜାତୀୟ

ପିଡ଼ିପି କାର୍ଯ୍ୟାଳୟରେ ତ୍ରିରଙ୍ଗା ଲଗାଇବା ପାଇଁ ପ୍ରବେଶ କଲେ ଯୁବକର୍ମୀ

ଜମ୍ମୁ, ୨୫।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ଯୋଗୁ ଏବେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଜମ୍ମୁରେ ଯୁବକର୍ମୀମାନେ ରବିବାର ପିଡ଼ିପି କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତ୍ରିରଙ୍ଗା ଲଗାଇବାର ଉଦ୍ୟମ କରିଛନ୍ତି। ସେମାନେ ମେହବୁବାଙ୍କ ବିରୋଧରେ ସ୍ଲୋଗାନ୍‌ ଦେବା ସହିତ ପୋଲିସ ସହିତ ଟଣାଓଟରା ହୋଇଛନ୍ତି। ଆଇନ ବ୍ୟବସ୍ଥା ସମ୍ପର୍କରେ ଯୁବକମାନଙ୍କୁ ଅବଗତ କରାଇ ପୋଲିସ ବୁଝାସୁଝା କରିଛି। ଏହା ପୂର୍ବରୁ ଶନିବାର ସନ୍ଧ୍ୟାରେ ମଧ୍ୟ କେତେକ ଯୁବକ ପିଡ଼ିପି କାର୍ଯ୍ୟାଳୟରେ ବଳ ପୂର୍ବକ ପ୍ରବେଶ କରି ତ୍ରିରଙ୍ଗା ଲଗାଇବା ଉଦ୍ୟମ କରିଥିଲେ। ତେବେ ପୋଲିସ ସେମାନଙ୍କୁ ଫେରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ ବିଧାନସଭା ନିର୍ବାଚନରେ ଲଢିବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୪ ।୧୧: ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସବୁ ରାଜନୈତିକ ପାର୍ଟି ଅଣ୍ଟା ଭିଡିଥିବା ବେଳେ କିଛି...

ଲାଠିଚାର୍ଜ କରିଥିବା ପୋଲିସଙ୍କୁ ପ୍ରସାଦ ଦେଲେ ଅନ୍ନଦାତା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଅନ୍ନଦାତା ଆନ୍ଦୋଳନ କରିଛନ୍ତି। ଅନ୍ନଦାତାଙ୍କ ବିରୋଧରେ ପୋଲିସମାନେ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରିବା ସହିତ ପ୍ରବଳ ଥଣ୍ଡାରେ...

ପୁଅ ପାଇଁ ପୋଲିସ ସାଜିଲେ ଚୋର!

ବେଙ୍ଗାଲୁରୁ,୨୫।୨: ନିକଟରେ କର୍ନାଟକ ପୋଲିସ ଚୋରି ଅପରାଧରେ ଜଣେ ପୂର୍ବତନ ପୋଲିସକୁ ଗିରଫ କରିଛି।ପୁଅ କର୍କଟ ରୋଗରେ ପୀଡିତ ହେବା ପରେ ତାଙ୍କ ଚିକତ୍ସା ପାଇଁ...

ଜାତୀୟ ସୁରକ୍ଷା କେବଳ ସ୍ଲୋଗାନରେ

ନୂଆଦିଲ୍ଲୀ, ୫।୭(ପି.ଟି.): ରାଫାଲ ଯୁଦ୍ଧବିମାନ କିଣା ଚୁକ୍ତିନାମାରେ ହୋଇଥିବା ଦୁର୍ନୀତି ଓ ପ୍ରିୟାପ୍ରୀତି ତୋଷଣ ଅଭିଯୋଗର ତଦନ୍ତ ପାଇଁ ଫ୍ରାନ୍ସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେବା ପରେ...

କୋଭାକ୍ସିନର ଦୁଇ ଡୋଜ୍‌ ଟିକା ନେଇଥିବା ଜଣେ ବ୍ୟକ୍ତି କୋର୍ଟରେ ଦାଖଲ କଲେ ପିଟିଶନ, କାରଣ ଜାଣିଲେ…

ଥିରୁଭାନନ୍ତପୁରମ୍‌,୫ା୮: ଭାରତରେ ସର୍ବପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଏହା ପରେ ରୁଷିଆର ଟିକା ମଧ୍ୟ ଦେଶରେ ଲଗାଗଲା।...

ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା...

ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି

କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି।...

କରୋନା ସଙ୍କଟରେ ଘରୋଇ ସ୍କୁଲ୍‌ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍‌ସି…

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍‌ଲାଇନ୍‌ରେ କରାଯାଉଛି। ଏପରିସ୍ଥଳେ ଘରୋଇ...

Advertisement
Archives

Model This Week