ଲକ୍‌ଡାଉନ୍‌ ବିରୋଧରେ ପ୍ରଦର୍ଶନ, ବିକ୍ଷୋଭକାରୀଙ୍କ ଉପରେ ଲାଲ୍‌ ଲଙ୍କା ସ୍ପ୍ରେ…

ମେଲବୋର୍ନ,୧୮।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଷ୍ଟ୍ରେଲିଆରେ ମେଲବୋର୍ନରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହାକୁ ବିରୋଧ କରି ଲୋକେ ଶନିବାର ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀଙ୍କୁ ରୋକିବା ସହିତ ଭିଡ଼ ହଟାଇବା ଲାଗି ପୋଲିସ ପକ୍ଷରୁ ଲାଲ୍‌ ଲଙ୍କା ସ୍ପ୍ରେ କରାଯାଇଛି।

ମେଲବୋର୍ନରେ ୫ ଅଗଷ୍ଟଠାରୁ ଷଷ୍ଠ ଥର ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ସେମାନେ ମାସ୍କ ନ ପିନ୍ଧି କୌଣସି କରୋନା ମାର୍ଗଦର୍ଶିକା ପାଳନ ନ କରି ଦରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛନ୍ତି।

ସୁରକ୍ଷା ଦୃଷ୍ଟିରୁ ସହରରେ ୨,୦୦୦ ପୋଲିସ ଅଧିକାରୀଙ୍କୁ ମୁତୟନ କରାଯାଇଛି। ମେଲବୋର୍ନରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୫ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri