ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ନେଇ ପ୍ରତିବାଦ

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): କରୋନା ସମୟରେ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ସମେତ ସରବରାହ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଛତ୍ରପୁର ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ଛତ୍ରପୁର ବିଦ୍ୟୁତ୍‌ ବିଭାଗୀୟ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ୮ ଦଫା ଦାବି ନେଇ ରାଜ୍ୟପାଳଙ୍କ ଉଦେଶ୍ୟରେ ବିଭାଗୀୟ ଏସ୍‌ଡିଓଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହି ସ୍ମାରକପତ୍ର ପ୍ରଦାନ ବେଳେ ଭାଜପାର ପ୍ରଦୀପ ପାଢ଼ୀ, ବ୍ରଜମୋହନ ଆଚାର୍ଯ୍ୟ, ସଞ୍ଜିତ କୁମାର ରାଉଳ, ଭୀମସେନ ବେହେରା, ଲକ୍ଷ୍ମୀ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨.୫ କିଲୋ ଗଞ୍ଜେଇ ସହ ବାଇକ୍‌ ଜବତ

ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍‌ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି।...

ଦେବଗଡ଼ରେ ଭିନ୍ନକ୍ଷମ ଦିବସ ପାଳିତ

ଦେବଗଡ଼,୪ା୧୨(ଡି.ଏନ୍‌.ଏ.)-ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ା ଜିଲାପାଳ...

କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ

ରୂପ୍‌ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି।...

ଭଦ୍ରକରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌

ଭଦ୍ରକ ଅଫିସ,୧।୫ – ଭଦ୍ରକ ଜିଲାରେ କେନ୍ଦ୍ରର ୩ ଜଣିଆ ରାପିଡ୍‌ ରେସ୍‌ପନ୍ସ ଟିମ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛି। ଏହି ଟିମ ପ୍ରଥମେ ଭଦ୍ରକ...

ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ

ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ...

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି...

ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି

ଛତ୍ରପୁର,୨୮।୮(ଡି.ଏନ୍‌.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ...

କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି।...

Advertisement


Archives

Model This Week