ଜୟନାରାୟଣଙ୍କ ବୟାନ ପରେ ତେଜିଲା ଆନ୍ଦୋଳନ: ଉତ୍କଳ ବ୍ୟାନର ଜାଳିଲେ କୋଶଲ ସଂଗ୍ରାମୀ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ): କୋଶଲ ପ୍ରସଙ୍ଗରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଶନିବାର ବୟାନ ଦେବା ପରେ କୋଶଲ ଆନ୍ଦୋଳନ ପୁଣି ତେଜି ଉଠିଛି। ରବିବାର ସନ୍ଧ୍ୟାରେ କୋଶଲ କ୍ରିୟାନୁଷ୍ଠାନ କମିଟିର ସଂଗ୍ରାମୀମାନେ ବରଗଡ଼ ଗାନ୍ଧିଛକରେ ଉତ୍କଳ ବ୍ୟାନର ପୋଡିବା ସହିତ ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି କରିଥିଲେ।

ସେହିପରି ସମ୍ବଲପୁର ବିଧାୟକ ମିଶ୍ରଙ୍କ ବୟାନକୁ ସେମାନେ ସମର୍ଥନ କରିଥିଲେ। ଏହା ସହିତ ଜୟନାରାୟଣଙ୍କ ଭଳି କୋଶଲ ପ୍ରଦେଶ ଗଠନ ପାଇଁ ପଶ୍ଚିମ ଓଡ଼ିଶାର ସମସ୍ତ ବିଧାୟକ ସ୍ବର ଉଠାଇବା ପାଇଁ ସେମାନେ ଆହ୍ବାନ କରିଥିଲେ। କୋଶଲ ସଂଗ୍ରାମୀ ରମଣୀ ଦନ୍ତା, ଆକାଶ ରମେଶ ପଣ୍ଡା, ସୁଶାନ୍ତ ମିଶ୍ର, କୈଲାସ ସାହୁ, ଆକାଶ ସ୍ବାଇଁ, ଆଶିଷ ସ୍ବାଇଁ, ରିଲୁ ସାହୁ, କୃଦାର୍ଥ ସାହୁ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ପ୍ରକାଶଥାଉକି, ଶନିବାର ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶାରେ ମିଶିବା ଐତିହାସିକ ଭୁଲ୍ ଥିଲା ବୋଲି ଜୟନାରାୟଣ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri