ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ ମହାଦୁର୍ନୀତିର ପ୍ରତିବାଦ: ଭାଜପା ପକ୍ଷରୁ ବିକ୍ଷୋଭ

ଛତ୍ରପୁର,୮।୮(ଡିଏନଏ ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଚାକିରିରେ ବଡ ଧରଣର ଦୁର୍ନୀତି ଘଟଣାରେ ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଓଡ଼ିଶା ଭାଜପା ଯୁବ ମୋର୍ଚ୍ଚା ଆହ୍ବାନକ୍ରମେ ଛତ୍ରପୁର
ଭାଜପା ପକ୍ଷରୁ ଛତ୍ରପୁର ଲୋଏର ବସଷ୍ଟାଣ୍ଡଠାରେ ଏହି ମହାଦୁର୍ନୀତିର ପ୍ରତିବାଦ ସହ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କର, ପ୍ରଦୀପ କୁମାର ପାଢୀ,ଗଞ୍ଜାମ ଜିଲା ଯୁବ ମୋର୍ଚ୍ଚା ସମ୍ପାଦକ ଡି.ସୁରେଶ ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri