ବର୍ଦ୍ଧିତ ବିଦ୍ୟୁତ୍‌ ଦର ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

କେନ୍ଦୁଝର,୭।୪(ସ୍ବ୍ର.ପ୍ର.): ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ ଜିଲା କଂଗ୍ରେସ ପକ୍ଷରୁ ଜିଲା ସଭାପତି ବିପ୍ଳବ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ, ନେତାମାନେ ଏକ ରାଲିରେ କଂଗ୍ରେସ ଭବନରୁ ବାହାରି ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି ା ଗତ ୨୦୧୬ ମସିହାରେ ବିମୁଦ୍ରୀକରଣ ଓ ପରେ ପରେ କରୋନା ମହାମାରୀ ଯୋଗୁ ସବୁ ବର୍ଗର ଲୋକମାନେ ଆର୍ଥିକ ସ୍ତରରେ ଦୁର୍ବଳ ହୋଇ ପଡ଼ିଥିବା ବେଳେ ଏଭଳି ରାଜ୍ୟରେ ବିଦ୍ୟୁତ ନିୟାମକ ଆୟୋଗର ଦର ବୃଦ୍ଧି ନିଷ୍ପତ୍ତି ସେମାନଙ୍କ ଆର୍ଥିକ ମେରୁଦଣ୍ଡକୁ ଅଧିକ ଦୁର୍ବଳ କରିଦେବ ା ଏହା ଦ୍ୱାରା ସବୁ ବର୍ଗ ତଥା ଗରିବ ଲୋକ, ବିଦ୍ୟୁତ ବ୍ୟବହାରକାରୀ ଛୋଟବଡ଼ ଶିଳ୍ପାନୁଷ୍ଠାନର ଆର୍ଥିକ ସଙ୍କଟ ମଧ୍ୟରେ ଗତି କରିବେ ା ଟାଟା ବିଦ୍ୟୁତ ବିତରକ ସଂସ୍ଥାଙ୍କୁ ବିତରଣ ଦାୟିତ୍ୱ ଦେବା ଠାରୁ ଗତ ୭ ମାସରେ ୫୦ ପଇସା ୟୁନିଟ ପିଛା ବୃଦ୍ଧି କରାଯାଇଥିବା ଦୁର୍ଭାଗ୍ୟପୂର୍ଣ୍ଣ କହିଛନ୍ତି ା ଓଡ଼ିଶାରେ ବିଦ୍ୟୁତ ଉପତ୍ାଦନର କିଣା ମୂଲ୍ୟ ୟୁନିଟ ପିଛା ୩୦ ପଇସା ପଡ଼ିଥାଏ ା ଅନ୍ୟମାନଙ୍କ ମଧ୍ୟରେ ମହିଳା କଂଗ୍ରେସ ସଭାନେତ୍ରୀ ସଙ୍ଗୀତା ସିଂ, ଯୁବ କଂଗ୍ରେସ ସଭାପତି ସୁନେଶ ଧୀର, ଟାଉନ କଂଗ୍ରେସ ପୂର୍ବତନ ସଭାପତି ବସନ୍ତ ଦାସ, ସଦର ବ୍ଲକ କଂଗ୍ରେସ ସଭାପତି ଉତ୍ତମ କୁମାର ସାହୁ, ପିସିସି ପୂର୍ବତନ ସମ୍ପାଦକ ସଂଗ୍ରାମ ଦାସ, ବରିଷ୍ଠ କଂଗ୍ରେସ ନେତା ପୟୋଧର ବେହେରା, ରତ୍ନାକର ଜେନା, ଲଳିତ ମୋହନ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?