‘ରାଜ୍ୟବାସୀଙ୍କୁ ନିରବିଚ୍ଛିନ୍ନ ବିଜୁଳି ଯୋଗାଅ’

ଭୁବନେଶ୍ୱର,୬ା୫(ବ୍ୟୁରୋ): ବିଧାନସଭା ବିଦ୍ୟୁତ୍‌ ଓ ଶକ୍ତି ବିଭାଗ ଗୃହ କମିଟିର ପ୍ରଥମ ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧ୍ୟକ୍ଷତା କରି ଗ୍ରାମାଞ୍ଚଳ ବିଦ୍ୟୁତ୍‌ ସମସ୍ୟା ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ବିଦ୍ୟୁତ୍‌ ଉତ୍ପାଦନରେ ଓଡ଼ିଶା ଏକ ବଳକା ରାଜ୍ୟ ହୋଇଥିବାରୁ ରାଜ୍ୟବାସୀ ନିରବଚ୍ଛିନ୍ନ ବିଦ୍ୟୁତ୍‌ସେବା ପାଇବା ତାଙ୍କର ନ୍ୟାଯ୍ୟ ଅଧିକାର ବୋଲି ସେ ପ୍ରକାଶ କରିଛନ୍ତି । ବିଗତ ଦିନଗୁଡିକରେ ବିଭାଗ କ୍ଷତି କରୁଥିଲା, ହେଲେ ଏ ବର୍ଷ ଦକ୍ଷିଣ ଓଡ଼ିଶା ସମେତ ସବୁ ଅଞ୍ଚଳରେ ଲାଭ ହୋଇଛି । ତେଣୁ ଆଗାମୀ ଦିନରେ ବିଦ୍ୟୁତ୍‌ ଦେୟ ନିଶ୍ଚିତ କମିବ ଏବଂ ରାଜ୍ୟବାସୀ ଉପକୃତ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ...

ଶଟ୍‌ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍‌ଡେଲିଭରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍‌ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍‌ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ...

ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍‌ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ...

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ...

‘ଏସ୍‌ ଅଫ୍‌ ସ୍ପେସ୍‌’ ସିଜନ୍‌-୨ରେ ପ୍ରକୃତି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଗୋଟିକ ପରେ ଗୋଟିଏ ସଫଳତାର ପାହାଚ ଚଢୁଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ରାଜ୍ୟ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ଜାତୀୟ ଟେଲିଭିଜନ ଚ୍ୟାନେଲ...

ଭାଜପା ମିଛିମିଛିକା ବିରୋଧ କରୁଛି: କଂଗ୍ରେସ

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତ ସମ୍ପର୍କିତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ବାରମ୍ବାର ପ୍ରଶ୍ନ ଉଠାଉଛନ୍ତି।...

ଜାତୀୟ ଦଳର ରାଜ୍ୟ ନେତା ମୂକ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଜାତୀୟ ଦଳର ରାଜ୍ୟ ନେତା ମୂକ ପାଲଟିଛନ୍ତି। ରାଜ୍ୟ ସ୍ବାର୍ଥକୁ ଅଣଦେଖା କରି ଶୀର୍ଷ ନେତାଙ୍କୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ଼...

ବୈଷୟିକ ଜ୍ଞାନ କୌଶଳ ସହ ବିଜ୍ଞତାର ଉପଯୋଗ କର: ମନ୍ତ୍ରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ତରରେ କାର୍ଯ୍ୟକରୁଥିବା ଲୋକ ସମ୍ପର୍କ ଅଧିକାରୀଙ୍କ ନିକଟରେ ବିଜ୍ଞତା ରହିଛି। ଏବେ ବୈଷୟିକ ଜ୍ଞାନ କାୈଶଳ ଉନ୍ନତ ହୋଇଛି। ତେଣୁ ବୈଷୟିକ...

Advertisement
Archives

Model This Week