ପରଲୋକରେ ଓବରୋଇ ଗ୍ରୁପ୍‌ ଚେୟାରମ୍ୟାନ୍‌ ପିଆର୍‌ଏସ୍‌ ଓବରୋଇ

ନୂଆଦିଲ୍ଲୀ,୧୪।୧୧: ଓବରୋଇ ଗ୍ରୁପ୍‌ର ଚେୟାରମ୍ୟାନ୍‌ ପିଆର୍‌ଏସ୍‌ ଓବରୋଇଙ୍କ ମଙ୍ଗଳବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ତେବେ ଭାରତରେ ହୋଟେଲ ବ୍ୟବସାୟର ରୂପରେଖ ବଦଳାଇବାର ଶ୍ରେୟ ତାଙ୍କୁ ଦିଆଯାଉଥିଲା। ଅପରାହ୍ନ ୪ଟାରେ ଭଗବତୀ ଓବରୋଇ ଚାରିଟେବୁଲ ଟ୍ରଷ୍ଟ, ଓବେରୋଇ ଫାର୍ମ, କାପାଶେରାଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

୧୯୨୯ରେ ଜନ୍ମିତ ପୃଥ୍ବୀରାଜ ସିଂହ ଓରରୋଇ(ପିଆରଏସ୍‌ ଓବରୋଇ) ଜଣେ ଦୂରଦୃଷ୍ଟି ସମ୍ପନ୍ନ ଲିଡର ଥିଲେ। ସେ ଓବରୋଇ ଗ୍ରୁପ୍‌ର ଫ୍ଲାଗସିପ କମ୍ପାନୀ ଇଆଇଏଚ୍‌ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଥିଲେ। ଏଥିସହ ଇଆଇଏଚ୍‌ ଲିିିମିଟେଡ୍‌ର ପ୍ରମୁଖ ଅଂଶୀଦାର ଓବରୋଇ ହୋଟେଲ ପ୍ରାଇଭେଟ ଲିମିଟେଡର ଚେୟାରମ୍ୟାନ୍‌ ମଧ୍ୟ ଥିଲେ। ୨୦୨୨ରେ ସେ ଇଆଇଏଚ୍‌ ଲିମିଟେଡର ଚେୟାରମ୍ୟାନ୍‌ ପଦରୁ ଇସ୍ତଫା ଦେଇଥିଲେ। ୨୦୦୮ରେ ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri