Posted inଖେଳ

ମେସିଙ୍କ ପ୍ରଦର୍ଶନରେ ପିଏସ୍‌ଜି ବିଜୟୀ

ପ୍ୟାରିସ୍‌, ୧୦ା୪(ଏପି): ଫ୍ରେଞ୍ଚ୍‌ ଲିଗ୍‌ରେ ଲିଓନେଲେ ମେସିଙ୍କ ଉନ୍ନତ ପ୍ରଦର୍ଶନ ବଳରେ ପ୍ୟାରିସ୍‌ ସେଣ୍ଟ୍‌ ଜର୍ମେନ୍‌(ପିଏସ୍‌ଜି)୨-୦ ଗୋଲ୍‌ରେ ନାଇସ୍‌ ଦଳକୁ ପରାସ୍ତ କରିଛି। ଫଳରେ ଦଳ ୬ ପଏଣ୍ଟ ସହ ପଏଣ୍ଟ ଟେବୁଲ ଶୀର୍ଷରେ ରହିଛି। ପ୍ରଥମେ ଖେଳର ୨୬ତମ ମିନିଟ୍‌ରେ ଲେଫ୍ଟ ବ୍ୟାକ୍‌ ନୁନୋ ମେଣ୍ଡିସ୍‌ଙ୍କ କ୍ରସ୍‌କୁ ଗୋଲ୍‌ରେ ପରିଣତ କରିଥିଲେ ଆର୍ଜେଣ୍ଟିନାର ଏହି ବିଶ୍ୱକପ୍‌ ବିଜୟୀ ଷ୍ଟାର ଖେଳାଳି।

ପରେ ୭୬ତମ ମିନିଟ୍‌ରେ ବାମପାର୍ଶ୍ୱରୁ ମେସିଙ୍କ କର୍ନରକୁ ହେଡର ଜରିଆରେ ଗୋଲ୍‌ ସ୍କୋର କରିବାରେ ସଫଳ ହୋଇଥିଲେ ଭେଟେରାନ ଡିଫେଣ୍ଡର ସର୍ଗିଓ ରାମୋସ। ନାଇସ୍‌ ଏହି ଗେମ୍‌ ପୂର୍ବରୁ ଓଭରାଲ୍‌ କ୍ରମାଗତ ୧୪ଟି ମ୍ୟାଚ୍‌ରେ ଅପରାଜେୟ ରହିଥିଲା। ସୂଚନାଯୋଗ୍ୟ, ଗତ ସପ୍ତାହରେ ଘରୋଇ ପଡ଼ିଆରେ ଲିଅନ୍‌ଠାରୁ ପରାଜୟ ପରେ ପିଏସ୍‌ଜିର କିଛି ସମର୍ଥକ ମେସିଙ୍କୁ ସମାଲୋଚନା କରିଥିଲେ। ଏଥିଯୋଗୁ ସେ ଚଳିତ ଗ୍ରୀଷ୍ମଋତୁରେ ଦଳ ଛାଡ଼ିପାରନ୍ତି ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?