Posted inଜାତୀୟ

ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଆହତ

ଜମ୍ମୁ,୧୪ ।୧୨: ଜମ୍ମୁ-କଶ୍ମୀରରେ ଜଣେ ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ଜଣେ ପିଏସ୍‌ଓ ବା ନେତାଙ୍କ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଆକ୍ରମଣ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି । ସୂଚନାଯୋଗ୍ୟ, ମଧ୍ୟ କଶ୍ମୀରର ଶ୍ରୀଗନର ଜିଲାରେ ନାଟିପୋରା ଅଞ୍ଚଳରେ ସୋମବାର ସକାଳେ ଆତଙ୍କବାଦୀମାନେ ପିଡିପି ନେତା ହାଜି ପରବେଜ ଅହମ୍ମଦଙ୍କ ଘର ଉପରେ ଆକ୍ରମଣ କରିଥିଲେ । ଏଥିରେ କନଷ୍ଟେବଳ ମଞ୍ଜର ଅହମ୍ମଦ ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ଉକ୍ତ ଅଞ୍ଚଳକୁ ସିଲ୍ କରାଯାଇ ସର୍ଚ୍ଚ ଅପରେଶନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri