ଦିଲ୍ଲୀରେ କୁସ୍ତିଯୋଦ୍ଧାଙ୍କୁ ଭେଟିଲେ ପି.ଟି. ଉଷା

ନୂଆଦିଲ୍ଲୀ,୩।୫: ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ପି.ଟି. ଉଷା ବୁଧବାର ଦିଲ୍ଲୀର ଯନ୍ତରମନ୍ତରରେ ପହଞ୍ଚି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନଙ୍କୁ ଭେଟିଛନ୍ତି।

ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାମାନଙ୍କ ଉପରେ ଗତ ସପ୍ତାହରେ ପି.ଟି. ଉଷା କ୍ଷୁବ୍ଧ ହୋଇଥିଲେ। ଉଷା କହିଥିଲେ, କୁସ୍ତିଯୋଦ୍ଧାମାନେ କ୍ରୀଡ଼ାବିତ୍‌ଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରୁଛନ୍ତି। କୁସ୍ତିଯୋଦ୍ଧାମାନେ ରାସ୍ତାକୁ ନ ଓହ୍ଲାଇ ସେମାନଙ୍କ ସମସ୍ୟା ନେଇ ଆମ ନିକଟକୁ ଆସିବାର ଥିଲା। ସୂଚନାନୁସାରେ, ପିଟି ଉଷା କୁସ୍ତିଯୋଦ୍ଧାମାନଙ୍କୁ ବିରୋଧ ବନ୍ଦ କରିବାକୁ ନିବେଦନ କରିଛନ୍ତି ଏବଂ ସେମାନଙ୍କୁ ନ୍ୟାୟ ପାଇବା ପାଇଁ ସାନ୍ତ୍ୱନା ମଧ୍ୟ ଦେଇଛନ୍ତି।

ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ ଘଟୁଥିବାରୁ କୁସ୍ତିଯୋଦ୍ଧାମାନେ ଯନ୍ତରମନ୍ତରଠାରେ ଏପ୍ରିଲ ୨୩ରୁ ପୁଣି ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri