ଇମ୍ରାନଙ୍କ ଦଳ ସମସ୍ତ ବିଧାନସଭାରୁ ଦେବେ ଇସ୍ତଫା, ଘୋଷଣା କଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ ।୧୧: ପିଟିଆଇର ଅଧ୍ୟକ୍ଷ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଘୋଷଣା କରିଛନ୍ତି କି ତାଙ୍କ ଦଳ ସମସ୍ତ ବିଧାନସଭାରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଇମ୍ରାନ ଶନିବାର ପାକିସ୍ତାନର ରାୱଲପିଣ୍ଡିରେ ଏକ ସାର୍ବଜନିକ ସଭାରେ ଏହି ଘୋଷଣା କରିଛନ୍ତି । ଇମ୍ରାନ କହିଛନ୍ତି ଆମେ ସମସ୍ତ ବିଧାନସଭାରୁ ହଟିବାକୁ ନିଷ୍ପତ୍ତି ନେଇଛୁ । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ପଞ୍ଜାବ ଓ କେପିକେ ବିଧାନସଭାକୁ ଭଙ୍ଗ କରିବା ଘୋଷଣା କରିବା ସହ ସମସ୍ତ ବିଧାନସଭାରୁ ଇସ୍ତଫା ଦେବା ଘୋଷଣା କରିଥିଲେ । ଆମେ ଏହି ବ୍ୟବସ୍ଥାର ଅଂଶ ହୋଇ ରହୁନାହୁଁ । ଇମ୍ରାନ କହିଥିଲେ ମୁଁ ଏହି ଦେଶପାଇଁ ଶେଷ ରକ୍ତ ବିନ୍ଦୁ ପର୍ଯ୍ୟନ୍ତ ଲଢିବି । ମୁଁ କ୍ରିକେଟ ଖେଳିବାକୁ ୨୦ ବର୍ଷ ଦେଶ ବାହାରେ ରହିଛି । ମୁଁ କେବେ ଅନ୍ୟ ଦେଶର ପାସପୋର୍ଟ ନେବା କଥା ଚିନ୍ତା କରିନାହିଁ । ମୋର ଗୋଟିଏ ଘର ଆଉ ସେ ହେଉଛି ପାକିସ୍ତାନ ।


Enter your email to get our daily news in your inbox.

All Right Reserved By Dharitri.Com

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?