‘ଭିକ୍ଷା ଥାଳି ଧରି ବୁଲୁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ, କେହି ପଇସାଟିଏ ଦେଉନାହାନ୍ତି’

ଇସଲାମାବାଦ୍‌,,୨୨।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପାକିସ୍ତାନ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ‘ଭିକ୍ଷା ଥାଳ’ ଧରି ପୃଥିବୀର ବିଭିନ୍ନ ଦେଶ ଭ୍ରମଣ କରୁଛନ୍ତି, କିନ୍ତୁ କେହି ତାଙ୍କୁ ଗୋଟିଏ ପଇସାଟିଏ ମଧ୍ୟ ଦେଉ ନାହାଁନ୍ତି ବୋଲି ସେ କହିଛନ୍ତି।
ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ଅଧ୍ୟକ୍ଷ ଇମ୍ରାନ ଖାନ ଏକ ସାକ୍ଷାତକାରରେ କହିଛନ୍ତି, ଦେଖନ୍ତୁ ଆମଦାନୀ ହୋଇଥିବା ସରକାର ପାକିସ୍ତାନ ପାଇଁ କଣ କରିଛନ୍ତି। ଶରିଫ ଭାରତ ସହ ଆଲୋଚନା ପାଇଁ ଭିକ୍ଷା ମାଗୁଛନ୍ତି, କିନ୍ତୁ ନୂଆଦିଲ୍ଲୀ ତାଙ୍କୁ ପ୍ରଥମେ ଆତଙ୍କବାଦକୁ ସମାପ୍ତ କରିବାକୁ କହୁଛି। ଏପରି ସମ୍ପର୍କ ରଖିବା ପାଇଁ ଆତଙ୍କ ଏବଂ ହିଂସା ମୁକ୍ତ ପରିବେଶ ହେବା ଉଚିତ୍‌।
ଶରିଫଙ୍କ ସଂଯୁକ୍ତ ଆରବ ଏମିରେଟ୍ସକୁ ଦୁଇ ଦିନିଆ ଗସ୍ତର କିଛି ସପ୍ତାହ ପରେ ଇମ୍ରାନଙ୍କ ଏହି ମନ୍ତବ୍ୟ ଆସିଛି। ୟୁଏଇ ନିକଟରେ ପାକିସ୍ତାନକୁ ଏକ ବିଲିୟନ ଡଲାରର ଋଣ ଏବଂ ଏକ ବିଲିୟନ ଡ଼ଲାରର ଅତିରିକ୍ତ ଋଣ ବଢାଇବାକୁ ରାଜି ହୋଇଥିଲା। ଯାହାଫଳରେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ସାହାଯ୍ୟ ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷୀୟା ବୃଦ୍ଧା ନେଲେ ବିଶ୍ୱର ପ୍ରଥମ ଫାଇଜର ଟିକା

ଲଣ୍ଡନ,୮।୧୨- ଜଣେ ୯୦ ବର୍ଷୀୟା ବୃଦ୍ଧା ମାର୍ଗେରେଟ କିନାନ ମଙ୍ଗଳବାର ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଫାଇଜର କୋଭିଡ୍‌-୧୯ ଟିକା ନେଇଛନ୍ତି। ଆସନ୍ତା ସପ୍ତାହରେ ୯୧...

ସଙ୍କଟରେ ବିଶ୍ୱର ଅଧା ଶ୍ରମଶକ୍ତି

ଜେନେଭା,୩।୫ : ମହାମାରୀ କରୋନା ମୁକାବିଲା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଅଣସଙ୍ଗଠିତ ଅର୍ଥନୀତିର ପ୍ରାୟ ୧୬୦ କୋଟି ଶ୍ରମିକ ଜୀବିକା ହରାଇବେ, ଯାହାଙ୍କୁ ବିଶ୍ୱର...

ଖାଦ୍ୟଶସ୍ୟ ଯୋଗାଣ ଚୁକ୍ତି ସ୍ଥଗିତ ରଖିଲା ରୁଷିଆ…

ମସ୍କୋ,୩୧।୧୦ : ଖାଦ୍ୟଶସ୍ୟ ଯୋଗାଣ ଚୁକ୍ତିରେ ଅଂଶଗ୍ରହଣକୁ ସ୍ଥଗିତ ରଖିବାକୁ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି। ଏକ ବିବୃତ୍ତିରେ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ...

ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ବୃଦ୍ଧି କରୁଛି ଡ୍ରାଗନ, ଆମେରିକା ବିମାନର ନିକଟତର ହେଲା ଚାଇନା ଯୁଦ୍ଧ ବିମାନ

ୱାଶିଂଟନ,୩୦ ।୧୨: ଦକ୍ଷିଣ ଚାଇନା ମହାସାଗରରେ ନିଜ ବଳ କଷିବା ଛାଡୁନାହିଁ ଚାଇନା । ଏବେ ଚାଇନାକୁ ନେଇ ବଡ ଦାବି କରିଥିବା ଆମେରିକା କହିଛି,...

ଶିଖ୍‌ ସମ୍ପ୍ରଦାୟକୁ ସମ୍ମାନିତ କରିବା ଲାଗି ଆମେରିକା ସିନେଟରେ ପ୍ରସ୍ତାବ ଗୃହୀତ

ଓ୍ବାଶିଂଟନ,୧୭ା୧୧(ପି.ଟି.): ଶିଖ୍‌ ଧର୍ମଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ ଏହାର ଐତିହାସିକ, ସାଂସ୍କୃତିକ ଓ ଧାର୍ମିକ ଗୁରୁତ୍ୱ ସମେତ ଆମେରିକାର ଅଭିବୃଦ୍ଧିରେ ଶିଖ୍‌ମାନଙ୍କ ଅବଦାନକୁ...

ଯଥେଷ୍ଟ ସାହାଯ୍ୟ କରୁନି ଆମେରିକା

କିଭ୍‌, ୨୮ା୩: ରୁଷିଆ ସହ ଲଢ଼େଇରେ ଆମେରିକା ଯଥେଷ୍ଟ ସହାୟତା ଦେଉନାହିଁ ବୋଲି କହିଛନ୍ତି ୟୁକ୍ରେନ୍‌ ଏମ୍‌ପି ଇନା ସୋଭସୁନ। ଏକ ଟୁଇଟ୍‌ରେ ଇନା ଲେଖିଛନ୍ତି,...

ଆଫଗାନିସ୍ତାନରେ ସଂଘର୍ଷ :ତାଲିବାନ କମାଣ୍ଡରଙ୍କ ସମେତ ୧୯ ନିହତ

ହେରାତ୍‌,୭ା୭(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ହେରାତ୍‌ ପ୍ରଦେଶରେ ଶନିବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ତାଲିବାନ ମୁଖ୍ୟ କମାଣ୍ଡର ମୁଲ୍ଲା ଘୌସୁଦିନ୍‌ଙ୍କ ସମେତ ୧୦ ଆତଙ୍କବାଦୀ ନିହତ ହୋଇଛନ୍ତି।...

‘ଭାରତୀୟମାନେ ସଚ୍ଚୋଟ ନାଗରିକ’

ଓ୍ବାଶିଂଟନ,୧୩ା୧: ଆମେରିକା ସଂସଦରେ ଭାରତୀୟ-ଆମେରିକୀୟ ସମ୍ପ୍ରଦାୟକୁ ପ୍ରଶଂସା କରାଯାଇଛି। ରିପବ୍ଲିକାନ କଂଗ୍ରେସ କର୍ମୀ ରିଚ୍‌ ମ୍ୟାକ୍‌କର୍ମିକ୍‌ ଗୃହରେ ଥିବା ତାଙ୍କର ସମସ୍ତ ସହକର୍ମୀଙ୍କୁ କହିଛନ୍ତି, ଆମେରିକାର...

Advertisement
Archives

Model This Week