‘ସେତେବେଳେ ତୁମେ ଜନ୍ମ ହୋଇ ନ ଥିବ ଯେବେ ମୁଁ…’ପାକିସ୍ତାନ ସେନା ପ୍ରବକ୍ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଇମ୍ରାନ

ଇସଲାମାବାଦ,୧୪।୫: ପାକିସ୍ତାନରେ ପାକିସ୍ତାନ ତହରିକ ଏ ଇନସାଫ ପାର୍ଟିର ମୁଖ୍ୟ ଇମ୍ରାନ ଖାଁ ଏବେ ମୁଖରା ହୋଇ ସେନାର ଆଲୋଚନା କରିଛନ୍ତି। ଏବେ ଏକ ତାଜା ବୟାନରେ ଇମ୍ରାନ ସେନାକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି। ସେ କହିଛନ୍ତି, ଯଦି ରାଜନୀତି କରିବାକୁ ଚାହୁଁଛ ତେବେ ରାଜନୈତିକ ପାର୍ଟି ଗଠନ କର। ଇମ୍ରାନ ଖାଁ ପାକିସ୍ତାନ ସେନାର ମିଡିଆ ଓ୍ବିଙ୍ଗ ଡିଜି ମେଜର ଜେନରାଲ ଅହମଦ ଶରିଫ ଚୌଧୁରିଙ୍କ ନାମ ନେଇ ତାଙ୍କ ଉପରେ ବର୍ଷିଛନ୍ତି।

ଜେଲରୁ ମୁକୁଳିବା ପରେ ଇମ୍ରାନ ଖାଁ ଶନିବାର ଲାହୋରରେ ଥିବା ତାଙ୍କ ବାସଭବନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ସୂଚନାଯୋଗ୍ୟ, ପାକିସ୍ତାନୀ ସେନାର ମିଡିଆ ୱିଙ୍ଗର ମୁଖ୍ୟ ମେଜର ଜେନେରାଲ ଅହମ୍ମଦ ସରିଫ ଚୌଧୁରୀ ଇମ୍ରାନଙ୍କୁ ତାଙ୍କର ଏକ ବିବୃତ୍ତିରେ ‘କପଟୀ’ ବୋଲି କହିଛନ୍ତି। ଏହା ଉପରେ ଇମ୍ରାନ କହିଛନ୍ତି, ‘ମିଷ୍ଟର ଡିଜି ଆଇଏସପିଆର ଶୁଣ …. ତୁମେ ସେତେବେଳେ ଜନ୍ମ ହୋଇ ନ ଥିଲ, ଯେତେବେଳେ ମୁଁ ଦୁନିଆରେ ଦେଶର ପ୍ରତିନିଧିତ୍ୱ କରୁଥିଲି ଏବଂ ଗୌରବ ଆଣିଥିଲି। ମୋତେ କପଟୀ ବୋଲି କହିଥିବାରୁ ଲଜ୍ଜା ବୋଧକରିବା ଉଚିତ। ’


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri