ପିଟିଆଇ ନେତା ଗିରଫ

ଇସଲାମାବାଦ,୨୧ା୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ)ର ସମସ୍ୟା ପିଛା ଛାଡୁନି। ଇମ୍ରାନ ସରକାରଙ୍କ ମନ୍ତ୍ରୀ ତଥା ବରିଷ୍ଠ ପିଟିଆଇ ନେତା ଗୁଲାମ ସରଓ୍ବର ଖାନ୍‌ଙ୍କୁ ପୋଲିସ ଗିରଫ କରିଛି। ଗୁଲାମ ମେ’ ୯ରେ ହୋଇଥିବା ଦଙ୍ଗାରେ ସମ୍ପୃକ୍ତ ଥିଲେ ବୋଲି ଅଭିଯୋଗ ହୋଇଛି।

ରାଓ୍ବଲପିଣ୍ଡି ପୋଲିସ ମୁଖପାତ୍ର ଇନ୍ସପେକ୍ଟର ସଜ୍ଜାଦୁଲ ହାସନ କହିଛନ୍ତି, ରାଓ୍ବଲପିଣ୍ଡି ଏବଂ ରାଜଧାନୀ ପୋଲିସର ମିଳିତ ଆକ୍ରମଣ ପରେ ପୂର୍ବତନ ମନ୍ତ୍ରୀଙ୍କୁ ଗିରଫ କରାଯାଇଥିଲା। ଜାତୀୟ ବିଧାନସଭାର ପୂର୍ବତନ ସଦସ୍ୟ ମନସୁର ହୟତ ଖାନ ଏବଂ ପଞ୍ଜାବ ପ୍ରାଦେଶିକ ବିଧାନସଭାର ପୂର୍ବତନ ସଦସ୍ୟ ଅମ୍ମାର ସିଦ୍ଦିକି ଖାନ୍‌ଙ୍କୁ ମଧ୍ୟ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri