Posted inଜାତୀୟ

ଭାରତରେ ବ୍ୟାନ ହେଲା ପବ୍‌-ଜି

ନୂଆଦିଲ୍ଲୀ,୨।୯-ଭାରତ ସରକାର ତୃତୀୟ ଥର ଲାଗି ଚାଇନିଜ ଆପ ଉପରେ ବ୍ୟାନ ଲଗାଇଛନ୍ତି। ବହୁଳ ବ୍ୟବହୃତ ମୋବାଇଲ ଆପ ପବ୍‌-ଜି ଭାରତରେ ବୁଧବାର ବ୍ୟାନ କରାଯାଇଛି। ପବ୍‌-ଜି ସହ ୧୧୮ଟି ମୋବାଇଲ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଛନ୍ତି।
ଏହା ପୂର୍ବରୁ ଟିକଟକ ସମେତ ଆଉ ୫୯ଟି ଚାଇନିଜ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି: ୭ମ ବେତନ କମିଶନରେ ବଢ଼ିବ ୪ ପ୍ରତିଶତ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୫।୨ : କେନ୍ଦ୍ର ସରକାରଙ୍କ ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଖବର ଆସିବାକୁ ଯାଉଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି ଦେବାକୁ...

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା...

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ସରକାରୀ କାର୍ଯ୍ୟାଳୟରେ ମୋବାଇଲ ଫୋନ୍‌ ବନ୍ଦ ହେବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ, ୧୫।୩ : ସରକାରୀ କର୍ମଚାରୀଙ୍କୁ ଅଫିସ ସମୟରେ ମୋବାଇଲ ଫୋନ ବ୍ୟବହାର କରିବାକୁ ଦିଆଯିବା ଉଚିତ ନାହିଁ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ଜଷ୍ଟିସ...

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ...

ରାବିଡି ଦେବୀଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ ଐଶ୍ଚର୍ଯ୍ୟା: ଆରଜେଡି ବିଧାୟକ ଥାନାରେ କଲେ ଅଭିଯୋଗ

ପାଟନା,୧୮।୧୨: ବିହାରର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡିି) ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଘରେ ପୁଣିଥରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିହାରର...

ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଅଜ୍ଞାତ ବ୍ୟକ୍ତି, ୩ ମୃତ-୮ ଆହତ…

କୋଝିକୋଡେ,୩।୪ : କେରଳର କୋଝିକୋଡେ ଜିଲାର ଏଲାଥୁର ନିକଟରେ ଜଣେ ଅଜ୍ଞାତ ବ୍ୟକ୍ତି ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି।...

ସଂଗ୍ରାମୀ, ଐତିହ୍ୟ ନାମରେ ନାମିତ ହେବ ଏମ୍ସ ହସ୍ପିଟାଲ

ନୂଆଦିଲ୍ଲୀ,୨୧।୮: ଦେଶରେ ଥିବା ସମସ୍ତ ୨୩ଟି ଯାକ ଏମ୍ସ ହସ୍ପିଟାଲର ନାମକରଣ ପାଇଁ କେନ୍ଦ୍ର ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି। ସ୍ବାଧୀନତା ସଂଗ୍ରାମୀ, ଐତିହାସିକ...

Advertisement
Archives

Model This Week