ଖୁସି ଖବର: ପୁଣି ଆସୁଛି ପବ୍‌ଜୀ

ନୂଆଦିଲ୍ଲୀ,୭।୫: ଭାରତରେ ପବ୍‌ଜୀ ଗେମ୍‌ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍‌ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍‌ଜୀର ପ୍ରଶଂସକମାନଙ୍କ ପାଇଁ ଖୁସି ଖବର। ପବ୍‌ଜୀ ଗେମ୍‌ର ନିର୍ମାଣକାରୀ କମ୍ପାନୀ ‘କ୍ରାଫ୍ଟନ’ ପ୍ରସ୍ତୁତି ପଥରେ ରହଛି। ଏହା ଭାରତରେ ଲଞ୍ଚ୍‌ କରିବ ବୋଲି ଘୋଷଣା କରାଯାଇଛି। ଏହି ଗେମ୍‌ର ନାମ ‘ବ୍ୟାଟଲଗ୍ରାଉଣ୍ଡ୍‌ସ ମୋବାଇଲ ଇଣ୍ଡିଆ’ ହେବ। କିନ୍ତୁ କେଉଁ ତାରିଖରେ ଏହା ଲଞ୍ଚ କରିବ ତାହା ସ୍ପଷ୍ଟ କରାଯାଇନାହିଁ। ଏହି ଗେମ୍‌ ପୂରା ପବ୍‌ଜୀ ପରି ହେବ।

‘ବ୍ୟାଟଲଗ୍ରାଉଣ୍ଡ୍‌ସ ମୋବାଇଲ୍‌ ଇଣ୍ଡିଆ’ର ଏକ ୟୁଟ୍ୟୁବ୍‌ ଚ୍ୟାନେଲରେ ଟିଜର ରିଲିଜ ହୋଇଛି। ଏହି ଟିଜର ରିଲିଜ ହେବାର ମାତ୍ର କିଛି ଘଣ୍ଟାରେ ଏହାକୁ ୧୨ଲକ୍ଷ ୟୁଜର ଦେଖିସାରିଲେଣି। ଏଥିରେ କମିଂ ସୁନ୍‌ ଅର୍ଥାତ୍‌ ଶୀଘ୍ର ଆସୁଛି ବୋଲି ଲେଖାହୋଇଛି। ଚଳିତବର୍ଷ ଏହି ଗେମ୍‌ ଲଞ୍ଚ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri