Posted inଜାତୀୟ

ପବଜୀ ବ୍ୟାନ୍‌ ଆଶଙ୍କାରେ ନେଲା ଏମିତି ପଦକ୍ଷେପ

ଭାରତରେ ପ୍ରତିବନ୍ଧକକୁ ଏଡାଇବା ପାଇଁ ପବଜୀ ମୋବାଇଲ ୟୁଜର୍ସଙ୍କ ଗୋପନୀୟତା ନୀତିକୁ ଅପଡେଟ୍‌ କରିଛି। ଭାରତରେ ଚାଇନାର ଆପ ନିଷେଧକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଥିବା ପବଜୀ ଏକ ବିଜ୍ଞପ୍ତି ଦ୍ୱାରା କହିଛି। ଜଣେ ଉପଭୋକ୍ତାଙ୍କର ବ୍ୟକ୍ତିଗତ ସୂଚନା କିପରି ପ୍ରଘଟ ନ ହୁଏ ସେଥିପାଇଁ ଗୋପନୀୟତା ନୀତିରେ ପରିବର୍ତ୍ତନ କରାଯାଇଛି। ଭାରତରେ ୫୯ଟି ଚାଇନିଜ ଆପ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏହି ଅପଡେଟ କରାଯାଇଛି। ନିକଟରେ ଆଇଟି ମନ୍ତ୍ରଣାଳୟ ଏକ ନିର୍ଦ୍ଦେଶ ଜାରି କରି କହିଛି, ୨୫୦ଟି ଏପରି ଆପ ଅଛି ଯାହା ଗୋପନୀୟତା ଏବଂ ଜାତୀୟ ସୁରକ୍ଷା ଉଲ୍ଲଂଘନ କରିଥିବା ଚିହ୍ନଟ ହୋଇଛି। ଏହି ଆପଗୁଡିକ ମଧ୍ୟରେ ପବଜୀ ମଧ୍ୟ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବରେ ବ୍ୟାପିଲା କରୋନା: ବରଙ୍କ ମୃତ୍ୟୁ, କନ୍ୟା ସମେତ ୯ ଆକ୍ରାନ୍ତ

ଲକ୍ଷ୍ନୌ,୧୦ା୧୨: ଉତ୍ତରପ୍ରଦେଶର ଫିରୋଜାବାଦରୁ ଏକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଗୋଟିଏ ପରିବାରର ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତଙ୍କ ମଧ୍ୟରେ ବରଙ୍କ...

ସୋମବାର ୯.୭୫ କୋଟି ଚାଷୀଙ୍କ ଖାତାକୁ ପଠାଯିବ ୧୯,୫୦୦ କୋଟି …

ନୂଆଦିଲ୍ଲୀ,୮।୮: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ୯.୭୫ କୋଟି ଚାଷୀଙ୍କୁ ୧୯,୫୦୦କୋଟି ଟଙ୍କା ବାଣ୍ଟିବେ। ଏହି ଯୋଜନା ଅନ୍ତର୍ଗତ...

ଦିଲ୍ଲୀ ଦଙ୍ଗା: ଅଙ୍କିତ ଶର୍ମାଙ୍କୁ ଧାରୁଆ ଅସ୍ତ୍ରରେ କରାଯାଇଥିଲା ଆକ୍ରମଣ

ନୂଆଦିଲ୍ଲୀ,୧୪।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଗତ ମାସରେ ଉତ୍ତର ପୂର୍ବ ଦିଲ୍ଲୀରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କତି...

ଚନ୍ନି ମୁଖ୍ୟମନ୍ତ୍ରୀ ହେଲେ ସିଦ୍ଧୁ ନେଇପାରନ୍ତି ବଡ ପଦକ୍ଷେପ

ଚଣ୍ଡିଗଡ଼,୫ ।୨: ପଞ୍ଜାବର ଶାସକ କଂଗ୍ରେସ ଦଳ ମଧ୍ୟରେ ଲାଗି ରହିଥିବା ଅନ୍ତଃ କଳହ ତୁଟିବାର ନାଁ ନେଉନି । ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା...

ରାଷ୍ଟ୍ରପତି ନିର୍ବାଚନ ନେଇ ଚିନ୍ତା କରାଯାଇନି

ନୂଆଦିଲ୍ଲୀ, ୩୦ା୩: ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂସଦକୁ ଯାଇ ଦଳୀୟ ଏମ୍‌ପିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।...

ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ସିଦ୍ଧୁ: କହିଲେ, ଗୋଟିଏ ଇଞ୍ଚ ପଛକୁ ଘୁଞ୍ଚିବୁ ନାହିଁ

ନୂଆଦିଲ୍ଲୀ,୬।୪: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଦଳର ନେତା ରାହୁଲ ଗାନ୍ଧୀ ଏବଂ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତକାରର ଏକ...

ରାହୁଲଙ୍କ ଆକାଉଣ୍ଟ ବନ୍ଦ: ଟୁଇଟର ଅଫିସ ବାହାରେ ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୯।୮: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ ହେବା ପରେ କଂଗ୍ରେସ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ...

ସିଏଏ ଦେଶରେ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିପାରେ: ମାୟାବତୀ

ଲକ୍ଷ୍ନୌ,୧୭।୧୨: ସିଟିଜେନଶିପ ଆମେଣ୍ଡମେଣ୍ଟ ଆକ୍ଟ(ସିଏଏ) ବା ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏହାକୁ ନେଇ ବହୁଜନ ସମାଜ...

Advertisement
Archives

Model This Week