ସ୍ବାୟତ୍ତ ଶାସନ ସପ୍ତାହ ଅବସରରେ ଜନ ସଚେତନତା, ଲୋକନୃତ୍ୟ ମାଧ୍ୟମରେ…

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର): ପବିତ୍ର ସ୍ବାୟତ୍ତ ଶାସନ ସପ୍ତାହ ପାଳନ ଅବସରରେ ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଦିଗପହଣ୍ଡି ସହରର ବଜାର ଗାନ୍ଧୀଛକ, ବସଷ୍ଟାଣ୍ଡ, ପୁଞ୍ଜିକୟାଁ ଛକ ଆଦି ଜନଗହଳି ସ୍ଥାନ ମାନଙ୍କରେ ଲୋକନୃତ୍ୟ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ସ୍ବଚ୍ଛ ସର୍ବେକ୍ଷଣ – ୨୦୨୫ ପାଇଁ ସହରକୁ ଆବର୍ଜନା ମୁକ୍ତ ରଖିବା, ପଲିଥିନ ଓ ପ୍ଲାଷ୍ଟିକଠାରୁ ଦୂରେଇ ରହିବା, ଗାଈଗୋରୁ ମାନଙ୍କୁ ରାସ୍ତାରେ ନ ଛାଡିବା, ଏନ୍‌ଏସିର ଗାରିମା ପ୍ରଶିକ୍ଷିତ ସଫେଇ କର୍ମଚାରୀଙ୍କ ମାଧ୍ୟମରେ ପାଇଖାନା ଟାଙ୍କି ସଫା କରିବା ସହ ଜଳାଶୟ ଗୁଡିକରେ ମଇଳା କିମ୍ବା ବର୍ଜ୍ୟବସ୍ତୁ ନପକାଇବା ନେଇ ସଚେତନ କରାଯାଇଥିଲା।ବିଚିତ୍ର ବର୍ଣ୍ଣାଳୀ ନ୍ଯଯଯ ସଂସଦ ପକ୍ଷରୁ ଲୋକନୃତ୍ୟ ପରିବେଷଣ କରାଯାଇଥିବା ବେଳେ ଏନଏସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସମେତ ଅନ୍ୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri