ପୁରୁଷୋତ୍ତମପୁରବାସୀଙ୍କୁ ମରଣ ମୁହଁକୁ ଠେଲିଦେଉଛି ଜନସ୍ବାସ୍ଥ୍ୟ ବିଭାଗ, ହଇଜା ବ୍ୟାପିବା ଆଶଙ୍କା

ପୁରୁଷୋତ୍ତମପୁର,୬ା୭(ସୀମାଞ୍ଚଳ ମିଶ୍ର): ଯାଜପୁରରେ ମହାମାରୀ ହଇଜାକୁ ନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଥଥିବାାବେଳେ ଏହାକୁ ନେଇ ସରକାର ଓ ପ୍ରଶାସନର ନିଦ ହଜିଯାଇଛି। ଏହି ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଏଭଳି ପରିସ୍ଥିତିରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଜନସ୍ବାସ୍ଥ୍ୟ ବିଭାଗର ବେପରୁଆ ମନୋବୃତ୍ତି ଯୋଗୁ ସହରବାସୀ ପାଇପ୍‌ ଲାଇନରେ ଆସୁଥିବା ସମ୍ପୂର୍ଣ୍ଣ ଦୂଷିତ ପାଣିକୁ ନେଇ ଲୋକେ ହଇଜା ବ୍ୟାପିବା ଆଶଙ୍କାରେ ଆତଙ୍କିତ ହୋଇପଡ଼ଛନ୍ତ। ଗତ କିଛିଦିନ ହେଲା ଜନସ୍ବାସ୍ଥ୍ୟ ବିଭାଗ ପାଇପ୍‌ରେ ଏଭଳି ଅତ୍ୟଧିକ ପରିମାଣରେ କଳା ଓ ମାଟିଆ ରଙ୍ଗର ଦୂଷିତ ପାଣି ଆସୁଛି। ଲୋକେ ବାରମ୍ବାର ଅଭିଯୋଗ କରିବାରେ ଲାଗିଥିଲେ ମଧ୍ୟ ଏଥିପ୍ରତି ଆଦୌ ଗୁରୁତ୍ୱ ଦିଆଯାଉନାହିଁ। ପାଣିଟାଙ୍କି, ସମ୍ପ୍‌କୁ ଠିକ ଭାବରେ ସଫାସୁତରା କରାଯାଉ ନ ଥିବା ଓ ବିଭିନ୍ନ ସ୍ଥାନରେ ପାଇପ୍‌ ଲିକେଜ ହୋଇ ଏଭଳି ଦୂଷିତ ପାଣି ଆସୁଥିବା ନେଇ ଜନସାଧାରଣ ଅଭିଯୋଗ କରିଛନ୍ତି। ଏହାସହ ପାଣିର ବିଷୋଧନ ଲାଗି ବ୍ଲିଚିଂ ପକାଯାଉ ନ ଥିବାର ଅଭିଯୋଗ ହୋଇଛ। ଲୋକଙ୍କ ପାଖରେ ପାନୀୟ ଜଳ ଲାଗି କିଛି ବିକଳ୍ପ ସୁବିଧା ନ ଥିବାରୁ ଏଭଳି ଦୂଷିତ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଏଣୁ ଏଥିପ୍ରତି ସରକାର, ଗଞ୍ଜାମ ଜିଲାପାଳ ଓ ଜନସ୍ବାସ୍ଥ୍ୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ନେବାକୁ ସହରବାସୀ ଦାବି କରିଛନ୍ତି। ନତୁବା ଆଗାମୀ ଦିନରେ ଯାଜପୁର ଭଳି ଏଠାରେ ମଧ୍ୟ ହଇଜା ମହାମାରୀ ଭଳି ଘଟଣା ଘଟିବାର ଆଶଙ୍କା ରହିଛି। ଏହି ସମସ୍ୟାକୁ ନେଇ ଜନସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀ ହିମାଂଶୁ ଶେଖର ପାତ୍ରଙ୍କ ସହ ଯୋଗାଯୋଗ କରାଯିବାରୁ ଗଡ଼ସାହି କୂଅର ପାଣିର ପ୍ରେସର ଯୋଗୁ ଏଭଳି ମଇଳା ଆସିଯାଇଛି। ଏଣୁ ପାଇପ୍‌ଲାଇନର ସଫା କରାଯାଉଥିବାର ନେଇ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri