ନିପା ଭାଇରସ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ବୟାନ, ଓଡ଼ିଶାକୁ…

ଭୁବନେଶ୍ବର,୧୫ା୧: ପଶ୍ଚିମବଙ୍ଗରେ ନିପା ଭାଇରସର ଆତଙ୍କ ପରେ ଓଡ଼ିଶାରେ ଭୟ ବଢ଼ିବାରେ ଲାଗିଛି । ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣାରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏକ ଗୁରୁତ୍ବପୂର୍ଣ୍ଣ ବୟାନ ଦେଇଛନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି ତେଣୁ ଭୟ କର ନାହିଁ । କେନ୍ଦ୍ର ଏ ଯାଏଁ ନିର୍ଦ୍ଦେଶନାମା ଜାରି କରିନି କହିଲେ ନୀଳକଣ୍ଠ ମିଶ୍ର ।

ତାଙ୍କ କହିବା ଅନୁସାରେ, ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବ ନାହିଁ । ଭାରତ ସରକାରଙ୍କ ଟିମ୍‌ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି । ଓଡ଼ିଶାରେ ନିପା ଭାଇରସ୍‌ ରୋଗୀ ଚିହ୍ନଟ ହୋଇନାହାନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି, ତେଣୁ ଓଡ଼ିଶା ଭୟ କରିବା ଦରକାର ନାହିଁ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri