Posted inଜାତୀୟ

ଆନନ୍ଦ ମୋହନ ଜେଲରୁ ମୁକୁଳିବା ଘଟଣା: ପାଟନା ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ

ପାଟନା,୨୮।୪: ଜଣେ ଆଇଏଏସ ଅଧିକାରୀଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନ ସିଂଙ୍କୁ ଗୁରୁବାର ବିହାରର ସହର୍ଷ ଜେଲରୁ ମୁକ୍ତ କରାଯାଇଛି। ତେବେ ବର୍ତ୍ତମାନ ବିହାରର ଜେଲ ନିୟମରେ ସଂଶୋଧନକୁ ଚ୍ୟାଲେଞ୍ଜ କରି ପାଟନା ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି।

ଆବେଦନକାରୀ ଅନୁପମ କୁମାର ସୁମନ ବୁଧବାର ପିଆଇଏଲର ଇ-ଫାଇଲଙ୍ଗ୍‌ର ସ୍କ୍ରିନସଟ ସହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ସଂଶୋଧନକୁ ଚ୍ୟାଲେଞ୍ଜ କରି ମୁଁ ବୁଧବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଛି।

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ଜି କୃଷ୍ଣୟାଙ୍କୁ ୧୯୯୪ରେ କରିଥିଲେ ଆନନ୍ଦ ମୋହନ। ୨୦୦୭ ଅକ୍ଟୋବରରେ ଏକ ସ୍ଥାନୀୟ କୋର୍ଟ ହତ୍ୟା ଅଭିଯୋଗରେ ଆନନ୍ଦଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ଏହି ରାୟକୁ ସେ ପାଟନା ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କଲା ଆଇସିସି: ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?