ବ୍ରହ୍ମପୁର ଅଫିସ ,୧୧ା୮-ବ୍ରହ୍ମପୁର ବଡ ମେଡିକାଲ(ଏମ୍କେସିଜି) ଓପିଡି ୧ମାସ ବିତିଯାଇଥିଲେ ମଧ୍ୟ ଖୋଲିଲା ନାହିଁ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବଡ ମେଡିକାଲ ପରିଦର୍ଶନରେ ଆସି ଏହି ସୂଚନା ପାଇଥିଲେ। ବିଭିନ୍ନ ବିଭାଗ ଡାକ୍ତରମାନଙ୍କ ସହ ଆଲୋଚନା କରି ଓପିଡି ଖୋଲିବା ନେଇ ସୂଚନା ଦେଇଥିଲେ। ପରବର୍ତ୍ତୀ ସମୟରେ ଗତ ୬ ତାରିଖରେ ୮ ବିଭାଗ ସମେତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ଉପସ୍ଥିତିରେ ଓପିଡି ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଆଜି ସୁଦ୍ଧା ଖେଲାଯାଇ ନାହିଁ। ଏ ନେଇ ସାମାଜିକ କର୍ମୀ ଅନନ୍ତ ମହାନ୍ତି ସୋମବାର ଉଚ୍ଚନ୍ୟାୟାଳୟରେ ଓପିଡି ସମେତ ବେସରକାରୀ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଏକ ଜନ ସ୍ବାର୍ଥ ମାମଲା ଦାଏର କରିଛନ୍ତି।
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…
ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…
ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…
ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…
ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

