କଂଗ୍ରେସର ବନ୍ଦ ଡାକରା, କୋରାପୁଟରେ ଜନଜୀବନ ପ୍ରଭାବିତ

କୋରାପୁଟ,୧୫।୨(ସ୍ବ.ପ୍ର.): ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧିକୁ ବିରୋଧ କରି ଜାତୀୟ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଯୋଗୁ ସୋମବାର କୋରାପୁଟ ଜିଲାରେ ଜନଜୀବନ ପ୍ରଭାବିତ ହୋଇଛି। ସହରର ଟ୍ରାଫିକ ଛକଠାରେ ଜିଲା କଂଗ୍ରେସ କମିଟି ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରି କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି ଦେଇଥିଲେ। ଏହି ଧାରଣାରେ ପୂର୍ବତନ ପୌରାଧ୍ୟକ୍ଷ ଭଗବାନ ବାହିନୀପତି, କଂଗ୍ରେସ ଜିଲା କାର୍ଯ୍ୟକାରୀ କମିଟିର ସଭାପତି ରୂପକ ତୁରୁକ,ବାବୁଲା ବେନ୍ୟାଙ୍କ ସମେତ ବହୁ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠପଢ଼ା

ଗୋପ,୫।୨(ଡି.ଏନ୍‌.ଏ): ଗୋପ ବ୍ଲକରେ ଅନେକ ଅଙ୍ଗନଓ୍ବାଡି କେନ୍ଦ୍ର ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଇତିମଧ୍ୟରେ ଧାର୍ଯ୍ୟ ସମୟସୀମା ଶେଷ ହୋଇଯାଇଥିଲେ ସୁଦ୍ଧା ଅନେକ ଗୃହ ନିର୍ମାଣ କାର୍ଯ୍ୟ...

ଡାକ୍ତର ପଦବୀ ପୂରଣ ନେଇ ଜନ ପ୍ରତିନିଧିଙ୍କ ଦାବି

କୁନ୍ଦୁରା, ୧୮।୨(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଦୀର୍ଘ ୧୦ ମାସ ପରେ ପଞ୍ଚୟାତ ସମିତି ବୈଠକ ବସିଛି। ଅଧ୍ୟକ୍ଷା ରାଜେଶ୍ୱରୀ ପରଜାଙ୍କ ଅଧ୍ୟକ୍ଷତାରେ ହୋଇଥିବା...

ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି...

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି।...

ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର...

ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ...

୫ ବାତ୍ୟା ନିରୋଧକ ଘର ସିଲ୍‌ କଲା ପ୍ରଶାସନ

ଚିକିଟି,୨୧ା୭(ଡି.ଏନ.ଏ.)-ଚିକିଟି ବ୍ଲକ୍‌ରେ କତୁରୁ ପଞ୍ଚାୟତର ଚନ୍ଦନବାଡ ଓ ସୋରଳ ପଞ୍ଚାୟତର ସୋରଳ ଗଁାରେ ଜିଲା ପ୍ରଶାସନ ଓ ବ୍ଲକ୍‌ ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତ ଗୁରୁବାର...

ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ...

Advertisement
Archives

Model This Week