ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ: ବଢ଼ୁଛି ଋଷିକୁଲ୍ୟା

ପୁରୁଷୋତ୍ତମପୁର,୧୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ହେଲା ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ଚାଷ ଜମିଗୁଡ଼ିକ ଜଳମଗ୍ନ ହୋଇଛି। ତିନିଦିନ ମଧ୍ୟରେ ସୋମବାର ସକାଳ ୧୧ଟା ୩୦ ସୁଧା ସମୁଦାୟ ୮୯.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ଷାର ପ୍ରଭାବରେ ଋଷିକୁଲ୍ୟା ନଦୀର ଜଳପତ୍ତନ ବଡ଼ିବାରେ ଲାଗିଛି। ନଦୀର ଜଳପତ୍ତନ ୧୩.୩୨ମିଟର ଉଚ୍ଚତାରେ ପ୍ରବାହିତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁରୁଷୋତ୍ତମପୁର ତହସିଲଦାର ନିତିଶ କୁମାର ତ୍ରିପାଠୀ ସମସ୍ତ ରାଜସ୍ବ ନିରୀକ୍ଷକ ଓ କର୍ମଚାରୀମାନଙ୍କୁ ସତର୍କ ରହି ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ନିଜେ ନଦୀ କୂଳିଆ ବିଭିନ୍ନ ଗ୍ରାମଗୁଡ଼ିକୁ ଯାଇ ଲୋକଙ୍କୁ ସଚେତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଗୁରୁପ୍ରିୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି

ଚିତ୍ରକୋଣ୍ଡା,୧୯ା୪(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ ଯନ୍ତ୍ରୀକୁ...

ଭିଡିଓ କନ୍‌ଫରେନ୍ସିଂରେ ଶୁଣାଣିକୁ ଗୁରୁତ୍ୱ

କଟକ ଅଫିସ, ୧୭।୩: କରୋନା ଭୂତାଣୁକୁ ନେଇ ହାଇକୋର୍ଟ ପକ୍ଷରୁ ସୋମବାର ଏହା ଅଧୀନସ୍ଥ ତଳକୋର୍ଟଗୁଡ଼ିକ ପାଇଁ ସ୍ବତନ୍ତ୍ର ଆଡ୍‌ଭାଇଜରି ଜାରି କରାଯାଇଛି। କେଉଁ ପଦକ୍ଷେପ...

ଚୋରା ମଦଭାଟିରେ ଅବକାରୀ ବିଭାଗର ଚଢ଼ାଉ: ପୋଚ, ଦେଶୀ ମଦ ଜବତ

ଦିଗପହଣ୍ଡି,୧୪। ୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡିମ୍ବୁଳା ପଞ୍ଚାୟତ ନିକଟ ଜଙ୍ଗଲରେ ବହୁଦିନ ଧରି ଚାଲିଥିବା ଚୋରା ମଦଭାଟି ଉପରେ ବୁଧବାର ଭୋର...

କମୁଛି ପାଣି, ବଢୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ,୧୮।୮: ବୈତରଣୀ ନଦୀର ଶାଖା କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୋମବାର ୧୦୦ ଫୁଟ୍‌ର ଘାଇ ସୃଷ୍ଟି ହେବା ଫଳରେ ଅଦ୍ୟାବଧି ଦଶରଥପୁର ବ୍ଲକ...

ଗାଁରୁ ଗଡ଼ିପାରୁନି ବିଜୁ ଗାଁ ଗାଡ଼ି

ଆର.ଉଦୟଗିରି,୧୫।୫(ଡି.ଏନ୍‌.ଏ.) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାଁରୁ ଗାଁକୁ ବିଜୁ ଗାଁ ଗାଡି ଯୋଜନା ପ୍ରଣୟନ କଲେ। ଉଦ୍ଦେଶ୍ୟ ଥିଲା ଗାଁର ଗରିବ ଆଦିବାସୀମାନେ ବିଭିନ୍ନ କାମଧନ୍ଦାରେ ବାହାରକୁ...

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା...

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ...

ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ...

Advertisement
Archives

Model This Week