Posted inଜାତୀୟ

ସର୍ବସାଧାରଣ ସମ୍ପତ୍ତି କ୍ଷତି ଆନ୍ଦୋଳନକାରୀଙ୍କଠାରୁ ଭରଣା ହେବ, ଆଇନ କମିଶନଙ୍କ ସୁପାରିସ

ନୂଆଦିଲ୍ଲୀ,୫।୨: ବାରମ୍ବାର ଜାତୀୟ ରାଜପଥ କିମ୍ବା ସର୍ବସାଧାରଣ ସ୍ଥାନ ଅବରୋଧ ରୋକିବା ପାଇଁ ବର୍ତ୍ତମାନର ଆଇନରେ ସଂଶୋଧନ ନିମନ୍ତେ ଆଇନ କମିଶନ ସୁପାରିସ କରିଛନ୍ତି। ଆନ୍ଦୋଳନକାରୀଙ୍କ ଦ୍ୱାରା ସରକାରୀ କିମ୍ବା ଘରୋଇ ସମ୍ପତ୍ତିର କ୍ଷତି ଘଟିଥିଲେ, ସେମାନଙ୍କ ଉପରେ ବଜାର ଦର ଅନୁଯାୟୀ ଅନୁରୂପ ପରିମାଣର ଜରିମାନା ଲଗାଇବାକୁ କୁହାଯାଇଛି।

ସର୍ବସାଧାରଣ ସମ୍ପତ୍ତି କ୍ଷତି ପାଇଁ ଦାୟୀ ବ୍ୟକ୍ତିବିଶେଷ କିମ୍ବା ସଂଗଠନ ଉପରେ ଉକ୍ତ ଜରିମାନା ଲାଗୁ ହେବ। ଜାମିନ ସର୍ତ୍ତାବଳୀରେ ଏହା ରହିବ ବୋଲି ଆଇନ କମିଶନ କହିଛନ୍ତି। ବିରୋଧୀ ଦଳ ଏବଂ ଅଧିକାରୀ ସଂଗଠନଗୁଡ଼ିକ ଜାତୀୟ ରାଜଧାନୀରେ ବାରମ୍ବାର ରାସ୍ତା ଅବରୋଧ କରୁଥିବାରୁ ଏହାକୁ ରୋକିବା ଦିଗରେ କମିଶନଙ୍କ ସୁପାରିସ୍‌ ଉଲ୍ଲେଖନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri