ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ ସଞ୍ଜୟ ଦାସବର୍ମା, ବରିଷ୍ଠ ମିଡିଆ ସଂଯୋଜକ ପ୍ରତାପ ଜେନା, ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଯୁବ ସଭାପତି ବ୍ୟୋମକେଶ ରାୟ ଏହି ଅଭିଯୋଗ ଆଣିବା ସହ ଅହେତୁକ ଦରବୃଦ୍ଧି ବିରୋଧରେ ଆସନ୍ତା ୬ରେ ଲୋକସେବା ଭବନ ସମ୍ମୁଖରେ ଏକ ଗଣବିକ୍ଷୋଭ କରାଯିବ ବୋଲି ସୂଚନା ଦେଇଛନ୍ତି।
ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଡବଲ ଇଞ୍ଜିନ ଡବଲ ବିକାଶର ନାରା ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟରେ ଆସିଥିବା ଭାଜପା ସରକାର ଦରଦାମ୍‌ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ବିଫଳ ହୋଇଛନ୍ତି। ମୁଦ୍ରାସ୍ଫୀତି ବୃଦ୍ଧିରେ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ନିୟମିତ ଭାବେ କମିଚାଲିଥିବା ବେଳେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଚାଲିଛି। ସେହିଭଳି ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବାକ୍ଷେତ୍ରରେ ଉଭୟ କେନ୍ଦ୍ର ସରକାର ଏବଂ ଓଡ଼ିଶା ସମେତ ଭାଜପା ଶାସିତ ରାଜ୍ୟ ସରକାରମାନେ ବିଫଳ ହୋଇଛନ୍ତି। ଆଉ ଦରଦାମ୍‌ ବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଥିବାବେଳେ ସରକାରଙ୍କ ପକ୍ଷରୁ ଏହାକୁ ରୋକିବା ଲାଗି କୌଣସି ଆନ୍ତରିକତା ଦେଖିବାକୁ ମିଳୁନାହିଁ ବୋଲି ଦେବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri