ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା।

ପ୍ରକାଶ ଯେ, ଚଳିତମାସ ପ୍ରଥମ ଦିନରେ କାର୍ଯ୍ୟରତ ଗଣଶିକ୍ଷକ ରାଜକିଶୋର ଦଣ୍ଡସେନାଙ୍କ ଲିଭର ଜଣ୍ଡିସରେ ମୃତ୍ୟୁ ହୋଇଥିଲା ସୋମବାର ତାଙ୍କର ଏକାଦଶାହ କାର୍ଯ୍ୟକ୍ରମରେ ଗଣଶିକ୍ଷକ ସଂଘର ସଭାପତି ଆଶୁତୋଷ ସାହୁଙ୍କ ନେତୃତ୍ୱରେ ସମ୍ପାଦକ ସୁଧାଂଶୁ ପ୍ରଧାନ, କାର୍ଯ୍ୟକାରୀ ସଭାପତି ସୂର୍ଯ୍ୟ ପ୍ରଧାନ, ସହ ସମ୍ପାଦକ ଜୁଲିଆ ପ୍ରଧାନ, ଉପସଭାପତି ରମାକାନ୍ତ ଦିଗାଲ, ଜିଲା ସଭାପତି ଲାଲୁ ମଲିକଙ୍କ ସମେତ ଅନ୍ୟ କର୍ମକର୍ତ୍ତା ସ୍ବର୍ଗତଃ ଦଣ୍ଡସେନାଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ଶୋକସଭାରେ ତାଙ୍କ ସ୍ମୃତି ଚାରଣ କରିଥିଲେ। ପରେ ପରିବାର ଲୋକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହ ସାନ୍ତ୍ୱନା ଦେଇଥିଲା ସଂଘ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri