ପୌରଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପର ନିର୍ବାଚନ ହେବ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ଶନିବାର ସଂରକ୍ଷଣ ତାଲିକା ପ୍ରକାଶ ପାଇଛିି। ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆପତ୍ତି ଅଭିଯୋଗ ଥିଲେ ୧୫ ଦିନ ମଧ୍ୟରେ ଜଣାଇବାକୁ କୁହାଯାଇଛି । ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟରେ ଏହି ଅଭିଯୋଗ କରିବା ପାଇଁ ନିର୍ଦ୍ଦେଶ ରହିଛି । ଏହା ପରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ...

୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଗୋରେଖନାଥ ପୀଠ: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥା ବନ୍ଦ

ରଘୁନାଥପୁର,୨। ୧ (ଡି.ଏନ.ଏ.)- ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠରେ ନୂଆବର୍ଷ ସନ୍ଧ୍ୟାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥାକୁ ବନ୍ଦ...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ

କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍‌ଟି-ପିସିଆର୍‌) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର...

ତିନିରଥ ଚକ, ପ୍ରଭାରେ ଫାଟ

ପୁରୀ ଅଫିସ,୧୬ା୭:ତିନି ରଥର ଚକ ଓ ପ୍ରଭାରେ ଫାଟ ହୋଇଛି। ତାଳଧ୍ୱଜ ରଥ ଆଗପାର୍ଶ୍ୱ ଚକରେ ବଡ଼ ଫାଟ ହୋଇ ଚକଟି ଗୋଟିଏ ପାର୍ଶ୍ୱକୁ ମୋଡ଼ିଯାଇଥିବାବେଳେ...

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ...

ସ୍ପେଶାଲ ଟ୍ରେନ୍‌ର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଭୁବନେଶ୍ବର-ରାଉରକେଲା-ଭୁବନେଶ୍ବର ସ୍ପେଶାଲ ଏକ୍ସପ୍ରେସ ସମୟରେ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ବରରୁ ଅପରାହ୍ନ ୨ଟା ୧୦ରେ ଛାଡ଼ୁଥିବା ଏହି ଟ୍ରେନ୍‌ ଡିସେମ୍ବର ୫ରୁ ଅପରାହ୍ନ ୧ଟା ୪୦ରେ...

ବାହାରିନ୍‌ରୁ ଆସିଲା ଦ୍ୱିତୀୟ ବିମାନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ବାହାରିନ୍‌ରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଭୁବନେଶ୍ୱର ଆସିଛି ଆଉଏକ ବିମାନ। ଏୟାର ଇଣ୍ଡିଆର ଏଆଇ୯୪୦ ବିମାନଟି ବାହାରିନ୍‌ରୁ ଅପରାହ୍ନ...

Advertisement


Archives

Model This Week