ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ଏପ୍ରିଲ ୧ ପର୍ଯ୍ୟନ୍ତ PUCC କୋହଳ କରାଯାଇଥିଲା। PUCC ନଥିଲେ ୧୦ ହଜାର ଟଙ୍କାର ଜରିମାନା ଲଗାଯିବ। ପ୍ରାୟ ୧୮ ଲକ୍ଷ ଗାଡ଼ିର PUCC ଏବେ ବି ବାକି ରହିଛି।

ପୂର୍ବରୁ ପଲ୍ୟୁଶନ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏ କୋହଳ ଥିଲା। ତେବେ ୨ ତାରିଖ ଅର୍ଥାତ୍‌ ଆଜିଠାରୁ ଯାଞ୍ଚ ଜୋରାଦାର ହେବ । ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯାଉଛି । ପେଟ୍ରୋଲ ପମ୍ପଗୁଡ଼ିକରେ ପଲ୍ୟୁଶନ ସାର୍ଟିଫିକେଟ ଦେଖାଇବା ପରେ ହିଁ ଗାଡ଼ିରେ ତେଲ ପକାଇବା ପାଇଁ ନିର୍ଦ୍ଦେଶ ରହିଛି । ପରିବହନ ବିଭାଗ ପକ୍ଷରୁ ମାଗଣାରେ ଗ୍ରୀନ ଷ୍ଟିକର୍‌ ଦିଆଯାଉଛି, ଯାହା ଗାଡ଼ିର କାଚରେ ଲଗାଇବାକୁ ପରାମର୍ଶ ଦିଆଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri