ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ..
– ପୁଦିନା ଓ ଅଦା ରସ ସହିତ ମହୁ ମିଶାଇ ଖାଇଲେ କାଶ ଭଲ ହୋଇଥାଏ।
– ପୁଦିନା ପତ୍ରକୁ ଖାଲି କିମ୍ବା ଅଳ୍ପ ନଡିଆ ସହିତ ମିଶାଇ ଖାଇଲେ ହାକୁଟି ସମସ୍ୟା ଦୂର ହୋଇଥାଏ।
– ଟନସିଲ୍‌ ସମସ୍ୟା ଥିଲେ ପୁଦିନା ରସକୁ ପାଣିରେ ମିଶାଇ ଗାର୍ଗଲିଂ କରନ୍ତୁ, ବେଶ୍‌ ଆରାମ ମିଳିବ।
– ବାହାରେ ଅଧିକ ସମୟ ଖରାରେ ବୁଲିବା ଯୋଗୁ ଯଦି ପାଦ ତଳ ପୋଡାଜଳା ହେଉଥାଏ, ତେବେ ପୁଦିନାକୁ ବାଟି ଫ୍ରିଜ୍‌ରେ ରଖିବା ପରେ ବାହାର କରି ଲଗାନ୍ତୁ।
– ଦହି କିମ୍ବା ଆମ୍ବର କଅଁଳିଆ ପତ୍ର ସହିତ ପୁଦିନାକୁ ବାଟି ପିଇଲେ ପେଟ ବିନ୍ଧା ଭଲ ହୋଇଥାଏ।
– ବିଷାକ୍ତ କୀଟ ଦଂଶନ ପରେ ସେହି ସ୍ଥାନରେ ପୁଦିନା ପେଷ୍ଟ ଲଗାଇଲେ ଆରାମ ମିଳେ।
– ୨ଟି ଲବଙ୍ଗ ସହିତ ପୁଦିନା ପତ୍ର ଓ ଅଳ୍ପ ଜିରା ମିଶାଇ ବାଟି ପିଇଲେ ଅଂଶୁଘାତରୁ ରକ୍ଷା ମିଳିଥାଏ।
– ପୁଦିନା ସହିତ ଲେମ୍ବୁ ରସ ମିଶାଇ ପିଇଲେ ଯକୃତ ସମସ୍ୟା ଭଲ ହୋଇଥାଏ।
– ପୁଦିନା ରସ ସହିତ ସୈନ୍ଧବ ଲୁଣ ମିଶାଇ ପିଇଲେ ଅଜୀର୍ଣ୍ଣ ସମସ୍ୟା ଦୂର ହୋଇଥାଏ।
– କଫ ହୋଇଥିଲେ ଉଷୁମ ପାଣିରେ ପୁଦିନା ରସ ମିଶାଇ ଦିନକୁ ୩ ଥର ପିଅନ୍ତୁ, ଆରାମ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଉପକାରୀ ବାସି ରୁଟି

ବାସି ରୁଟି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି କୁହାଯାଏ। ଏଥିପାଇଁ ଆମେ ରାତିର ବାସି ରୁଟିକୁ ସକାଳେ ଡଷ୍ଟବିନ୍‌ରେ ଫିଙ୍ଗିଥାଉ। କିନ୍ତୁ ଏହା ଆମ ସ୍ବାସ୍ଥ୍ୟ...

ଲିଭର କ୍ୟାନ୍‌ସର

ଯକୃତ୍‌ (ଲିଭର) ହେଉଛି ଏକ ଫୁଟବଲ୍‌ ଆକାରର ଅଙ୍ଗ, ଯାହା ଆପଣଙ୍କ ପେଟର ଉପର ଡାହାଣ ଭାଗରେ ବସିଥାଏ। ଯକୃତ୍‌ରେ ଦେଖାଯାଉଥିବା ସବୁଠାରୁ ସାଧାରଣ ପ୍ରକାରର...

ମାଇଗ୍ରେନ୍‌ ସମସ୍ୟାର ଘରୋଇ ଉପଚାର

ମାଇଗ୍ରେନ ସମସ୍ୟା ନେଇ ଚିନ୍ତିତ କି? ଯଦି ହଁ, ତେବେ ଏ ନେଇ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ...

ସଂକ୍ରମଣରୁ ମୁକ୍ତି ଦିଏ ଏସବୁ ଫଳ

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏଣୁତେଣୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି...

ଯିଏ ଯେତେ ଅନ୍ତରଙ୍ଗ ହେଲେ ବି କୁହନ୍ତୁ ନାହିଁ ଏହି ୪ କଥା; ସୁଖରେ ରହିବେ…

ଚାଣକ୍ୟ ନୀତିରେ ଜୀବନର ମୂଲ୍ୟବୋଧ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରାଯାଇଛି। ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକରେ ଚାରିଟି ବିଷୟରେ କହିଛନ୍ତି, ଯାହାକୁ ଜଣେ ବ୍ୟକ୍ତି...

ଘରେ ରଖାଯାଇଥିବା ଏହି ୫ ଅଶୁଭ ଜିନିଷ ବଢ଼ାଇଥାଏ ଦୁର୍ଭାଗ୍ୟ; ଯଥାଶୀଘ୍ର ବାହାର କରିଦିଅନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ରଖାଯାଇଥିବା କିଛି ଖରାପ ଜିନିଷ ନକାରାତ୍ମକ ଶକ୍ତି ଆଣିଥାଏ। ଏହି ଜିନିଷଗୁଡ଼ିକୁ ଘରେ ରଖିବା ଦ୍ୱାରା ଦାରିଦ୍ରତା ମାଡ଼ି ଆସେ। ବୈବାହିକ...

ହାରିବାନି, ହରାଇବା

କ୍ୟାନ୍‌ସର ନାଁ ଶୁଣିଲେ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ତେବେ ଏଭଳି ଶାରୀରିକ ସମସ୍ୟାରେ ସାହସ ଜରୁରୀ। କ୍ୟାନ୍‌ସର ଭୟରେ ପରାଜିତ ମନୋଭାବ ନ...

ଜାଣନ୍ତୁ ଧନୀ ହେବେ କିପରି

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ...

Advertisement
Archives

Model This Week