ଗୋଆରେ ଦ୍ୱିତୀୟଥର ବିବାହ କଲେ ଏହି ଅଭିନେତ୍ରୀ

ବମ୍ବେ: ପୁଣି ଥରେ ବିବାହ କରିଛନ୍ତି ଅଭିନେତ୍ରୀ ପୂଜା ବାନାର୍ଜୀ। କୁନାଲ ବର୍ମାଙ୍କ ହାତ ଧରିଛନ୍ତି ସେ। ଗୋଆରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଟେଲି ପରଦାର ଏହି ଯୋଡ଼ି ସୋସିଆଲ ମିଡିଆରେ ନିଜର ବିବାହର ଫଟୋ ଶେୟାର କରିଛନ୍ତି। ଫଟୋଗୁଡ଼ିକରେ ଉଭୟ ବେଶ୍‌ ସୁନ୍ଦର ଦେଖାଯାଉଛନ୍ତି।

ପୂଜାଙ୍କ ବିବାହରେ ପରିବାର ସହ ନିକଟ ସମ୍ପର୍କୀୟ ଯୋଗ ଦେଇଥିଲେ। ଉଭୟ ବଙ୍ଗଳା ଏବଂ ହିନ୍ଦୁ ରୀତିନୀତିରେ ବିବାହ ହୋଇଛି। ପୂଜାଙ୍କ ପୁଅ କୃଶିବ ବାପାମା’ଙ୍କ ବିବାହକୁ ଆଖିରେ ଦେଖିଥିଲେ।

୨୦୧୭ରେ କୁନାଲ-ପୂଜା ନିର୍ବନ୍ଧ କରିଥିଲେ। ଚଳିତ ବର୍ଷ ଏପ୍ରିଲ ୧୫ରେ ସେମାନେ ବିବାହ କରିଥାନ୍ତେ। ହେଲେ କରୋନାକୁ ନେଇ ଲକ୍‌ଡାଉନ୍‌ କାରଣରୁ ଏହା ଘୁଞ୍ଚି ଯାଇଥିଲା। ପରେ ଉଭୟ ରେଜିଷ୍ଟ୍ରି ମ୍ୟାରେଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲାଶଙ୍କ ସହ ସବୁ ସ୍ମୃତି ଲିଭାଇଦେଲେ ସ୍ମୃତି ମନ୍ଧାନା: କଲେ ଏମିତି କାମ…

ନୂଆଦିଲ୍ଲୀ,୮।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ଗାୟକ ପଲାଶ ମୁଛଲଙ୍କ ବିବାହ ଭାଙ୍ଗିଯାଇଛି। ଉଭୟ ଆନୁଷ୍ଠାନିକ ଭାବରେ ସେମାନଙ୍କ ବିବାହ ଶେଷ ହେବାର ଘୋଷଣା କରିଛନ୍ତି।...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri