ଗୋଆରେ ଦ୍ୱିତୀୟଥର ବିବାହ କଲେ ଏହି ଅଭିନେତ୍ରୀ

ବମ୍ବେ: ପୁଣି ଥରେ ବିବାହ କରିଛନ୍ତି ଅଭିନେତ୍ରୀ ପୂଜା ବାନାର୍ଜୀ। କୁନାଲ ବର୍ମାଙ୍କ ହାତ ଧରିଛନ୍ତି ସେ। ଗୋଆରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଟେଲି ପରଦାର ଏହି ଯୋଡ଼ି ସୋସିଆଲ ମିଡିଆରେ ନିଜର ବିବାହର ଫଟୋ ଶେୟାର କରିଛନ୍ତି। ଫଟୋଗୁଡ଼ିକରେ ଉଭୟ ବେଶ୍‌ ସୁନ୍ଦର ଦେଖାଯାଉଛନ୍ତି।

ପୂଜାଙ୍କ ବିବାହରେ ପରିବାର ସହ ନିକଟ ସମ୍ପର୍କୀୟ ଯୋଗ ଦେଇଥିଲେ। ଉଭୟ ବଙ୍ଗଳା ଏବଂ ହିନ୍ଦୁ ରୀତିନୀତିରେ ବିବାହ ହୋଇଛି। ପୂଜାଙ୍କ ପୁଅ କୃଶିବ ବାପାମା’ଙ୍କ ବିବାହକୁ ଆଖିରେ ଦେଖିଥିଲେ।

୨୦୧୭ରେ କୁନାଲ-ପୂଜା ନିର୍ବନ୍ଧ କରିଥିଲେ। ଚଳିତ ବର୍ଷ ଏପ୍ରିଲ ୧୫ରେ ସେମାନେ ବିବାହ କରିଥାନ୍ତେ। ହେଲେ କରୋନାକୁ ନେଇ ଲକ୍‌ଡାଉନ୍‌ କାରଣରୁ ଏହା ଘୁଞ୍ଚି ଯାଇଥିଲା। ପରେ ଉଭୟ ରେଜିଷ୍ଟ୍ରି ମ୍ୟାରେଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri