ଚନ୍ଦ୍ରୟାନ-୩ ର ସଫଳତା ପାଇଁ ପୂଜା

ଜୟପୁର, ୧୪।୭(ପବନ ପାଣିଗ୍ରାହୀ): ଜୟପୁର ଅରବିନ୍ଦନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଚନ୍ଦ୍ରୟାନ-୩ର ସଫଳତା ପାଇଁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ କରାଯାଇଛି। ପ୍ରଧାନ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ଅନୀଲ କୁମାର ଶତପଥୀ ଚନ୍ଦ୍ରୟାନ-୩ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ବନ୍ଧରେ ମାର୍ଗଦର୍ଶନ କରିଥିଲେ। ପ୍ରୋଜେକ୍ଟର ମାଧ୍ୟମରେ ସମସ୍ତ ଶିଶୁ ଚନ୍ଦ୍ରୟାନ-୩ର ଉତ୍‌କ୍ଷେପଣ କାର୍ଯ୍ୟକ୍ରମ ଦେଖିଥିଲେ। ବିଜ୍ଞାନ ଗୁରୁମା ମୋନାଲିସା ଜେନା, ସ୍ବୀକୃତି ଦାଶ, ବବିତା ମହାରଣା, ମୋନାଲିସା ସାହୁ, ଶିବାନୀ ନାୟକଙ୍କ ତତ୍ତ୍ୱାବଧାନ ଓ ପଦ୍ମିନୀ ମହାପାତ୍ରଙ୍କ ସହଯୋଗରେ ସମସ୍ତ କାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri