Posted inଜାତୀୟ

ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୨।୮: ପୂର୍ବତନ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଟ୍ରେନି ପୂଜା ଖେଡକରଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆରାମ ମିଳିଛି। ଦିବ୍ୟାଙ୍ଗ କୋଟାର ସୁବିଧା ପାଇବା ଅଭିଯୋଗରେ ଖେଡକରଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟ ଦିଲ୍ଲୀ ପୋଲିସ ଏବଂ ୟୁପିଏସିକୁ ନୋଟିସ ଜାରି କରି ଏହାର ଜବାବ ମାଗିଛନ୍ତି। ପୂଜା ଖେଡକରଙ୍କ ଆଗୁଆ ଜାମିନ ଉପରେ ଶୁଣାଣି ଅଗଷ୍ଟ ୨୧ରେ ହେବ। ସେପର୍ଯ୍ୟନ୍ତ ହାଇକୋର୍ଟ ତାଙ୍କ ଗିରଫଦାରୀକୁ ସ୍ଥଗିତ ରଖିଛନ୍ତି।

ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ଖେଡକରଙ୍କ ଜାମିନ ଆବେଦନ କରାଯାଇଥିଲା। ଏହି ସମୟରେ ବରିଷ୍ଠ ଓକିଲ ସିଦ୍ଧାର୍ଥ ଲୁଥ୍ରା ଖେଡକରଙ୍କ ପକ୍ଷରୁ ନରେଶ କୌଶିକ ୟୁପିଏସସି ପକ୍ଷରୁ ହାଜର ହୋଇଥିଲେ।

ସୂଚନାଯୋଗ୍ୟ,ପୂଜା ସଂରକ୍ଷଣ ସୁବିଧା ପାଇବାକୁ ୟୁପିଏସ୍‌ସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୨ ପାଇଁ ତାଙ୍କ ଆବେଦନରେ ଭୁଲ ତଥ୍ୟ ଉପସ୍ଥାପନ କରିଥିବା ଅଭିଯୋଗ ହୋଇଛି। ଜୁଲାଇ ୩୧ରେ, କେନ୍ଦ୍ର ଜନସେବା ଆୟୋଗ (ୟୁପିଏସସି) ଖେଡକରଙ୍କ ପ୍ରାର୍ଥୀତ୍ୱକୁ ବାତିଲ କରିଦେଇଛି। ଏଥିସହ ଭବିଷ୍ୟତର ପରୀକ୍ଷା ଦେବା ଉପରେ ମଧ୍ୟ ରୋକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri