ବାସ୍ତୁଶାସ୍ତ୍ର ଅନୁଯାୟୀ ପୂଜା ନିୟମ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ପୂଜାକୁ ସଫଳ ଓ ଫଳଦାୟୀ କରିବାକୁ ହେଲେ ଦେବୀଦେବତାଙ୍କର ପ୍ରତିମା ସ୍ଥାପନାଠୁ ଆରମ୍ଭ କରି ତାଙ୍କୁ ଆରାଧନା କରିବା ପର୍ଯ୍ୟନ୍ତ ସବୁ ପାଇଁ କିଛି ନା କିଛି ନିୟମ ମାନିବାକୁ ହୋଇଥାଏ। ଯଦ୍ଦ୍ବାରା ଦେବଦେବୀଙ୍କର ଆଶିଷ ଲାଭ ହେବା ସହ ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ…
*ଘରେ ଦେବାଦେବୀଙ୍କ ପ୍ରତିମା ସ୍ଥାପନା କରିବା ପୂର୍ବରୁ ଘରକୁ ଭଲ ଭାବରେ ସଫାସୁତୁରା କରି ଅନାବଶ୍ୟକ ଜିନିଷକୁ ଘରୁ ବାହାର କରଦେବା ଦରକାର। କାରଣ ବେକାର ପଡ଼ିଥିବା ଜିନିଷ ଘରେ ନକାରାତ୍ମକ ଉର୍ଜ୍ଜା ସୃଷ୍ଟି କରିଥାଏ।
*ସେହିପରି ଦେବାଦେବୀଙ୍କର ମୂର୍ତ୍ତି ହେଉ ଅବା ଫଟୋକୁ ଘରର ପୂର୍ବ ଦିଗରେ ଏପରି ସ୍ଥାପନା କରିବେ, ଯେମିତିକି ତାଙ୍କ ମୁଖ ପଶ୍ଚିମ ଦିଗ ଆଡକୁ ଏବଂ ପୂଜା କରିବା ସମୟରେ ଆପଣଙ୍କ ମୁହଁ ପୂର୍ବ ଦିଗ ଆଡକୁ ରହୁଥିବ। ଏପରି କଲେ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
*ଅନ୍ୟପକ୍ଷେ କୁହାଯାଏ, ଠାକୁର ଘରର କାନ୍ଥରେ ସିନ୍ଦୁରରେ ଓଁ ଏବଂ ସ୍ବସ୍ତିକ ଚିହ୍ନ କରିବା ମଧ୍ୟ ଶୁଭ ଲକ୍ଷଣ ହୋଇଥାଏ।
*ଠାକୁର ପୂଜାରେ ତମ୍ବା କିମ୍ବା ପିତଳ ବାସନ୍ଦକୁସନର ବ୍ୟବହାର କରିବା ଭଲ। ଆପଣ ଚାହିଁଲେ ରୂପାର ଥାଳି ଓ ଜଳପାତ୍ରକୁ ମଧ୍ୟ ପୂଜାରେ ବ୍ୟବହାର କରିପାରିବେ।
* ଘରର ମୁଖ୍ୟ ଦ୍ୱାରରେ ବି ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରି ଆମ୍ବ ଡାଳ ବାନ୍ଧିଲେ ଘରେ ସକାରତ୍ମକ ଉର୍ଜ୍ଜା ଉତ୍ପନ ହେବା ସହ ପ୍ରଭୂକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri