ପୂଜାମଣ୍ଡପ ଉଚ୍ଛେଦ ପ୍ରତିବାଦ: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୧୨।୪(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ବନ୍ଧକଟିଆ ପଞ୍ଚାୟତ କେଶୁଲ ଗ୍ରାମ ହରିଜନ ସାହିରେ ଗୋଚର ଜମିରେ ଏକ ପୂଜା ମଣ୍ଡପ ରହିଛି । ଏହି ପୂଜାମଣ୍ଡପ ନିକଟରେ ରହୁଥିବା ଜଣେ ବ୍ୟକ୍ତି ଗୋଚର ଜମି ଜବର ଦଖଲ କରିବା ସହ ପ୍ରଶାସନକୁ ହାତ କରି ଉକ୍ତ ମଣ୍ଡପକୁ ଭାଙ୍ଗିବାକୁ ପ୍ରୟାସ କରୁଥିବା ଜଣାପଡ଼ଛି। ଏହା ଜାଣିବା ପରେ ସ୍ଥାନୀୟ ହରିଜନ ମହିଳାମାନେ ସୋମବାର ସକାଳୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ତେବେ ତହସିଲଦାର ନ ଥିବାରୁ ଉତ୍ତେଜନା ଦେଖାଦେଇଛି । ଖବର ପାଇ ଅତିରିକ୍ତ ତହସିଲଦାର ଉମାଶଙ୍କର ବିଶ୍ୱାଳ ମହିଳାଙ୍କୁ ବୁଝାସୁଝା କରିଛନ୍ତି। ତହସିଲଦାର ପୁନଃ ତଦନ୍ତ ପ୍ରତିଶ୍ରୁତି ଦେବାପରେ ଧାରଣା ପ୍ରତ୍ୟାହୃତ ହୋଇଛି। ତେବେ ତହସିଲ ପକ୍ଷରୁ ଉଚ୍ଛେଦ ପାଇଁ କୌଣସି ପ୍ରକ୍ରିଆ ହୋଇ ନ ଥିବା ତହସିଲଦାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri