Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ପୂଜାରା

ଢାକା,୨୩।୧୨: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏକ ବଡ଼ ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଏହି ମ୍ୟାଚରେ ପୂଜାରା ତାଙ୍କ ଟେଷ୍ଟ କ୍ରିକେଟରେ ୭୦୦୦ ରନ ପୂରଣ କରିଛନ୍ତି। ଏହି ମାଇଲଖୁଣ୍ଟରେ ପହଞ୍ଚିବାରେ ପୂଜାରା ହେଉଛନ୍ତି ଅଷ୍ଟମ ଭାରତୀୟ ବ୍ୟାଟ୍ସମ୍ୟାନ।
ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଚେତେଶ୍ୱର ପୂଜାରା ଏକ ଚମତ୍କାର ଶତକ ହାସଲ କରିଥିଲେ। ଦ୍ୱିତୀୟ ମ୍ୟାଚ୍‌ରେ ସେ ମାତ୍ର ୨୪ ରନ୍‌ କରିଥିଲେ ମଧ୍ୟ ଟେଷ୍ଟ କ୍ରିକେଟରେ ୭୦୦୦ ରନ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନଟରାଜନଙ୍କୁ ମିଳିପାରେ ଟେଷ୍ଟ ପଦାର୍ପଣ ସୁଯୋଗ

ସିଡ୍‌ନୀ,୩୦ା୧୨- ଚଳିତ ଅଷ୍ଟ୍ରେଲିଆ ସିରିଜ୍‌ରେ ଦିନିକିଆ ଓ ଟି୨୦ ଫର୍ମାଟରେ ପଦାର୍ପଣ କରିଥିବା ତାମିଲନାଡୁର ଉଦୀୟମାନ ପେସର ଟି. ନଟରାଜନଙ୍କୁ ଏବେ ଟେଷ୍ଟ ଫର୍ମାଟରେ ମଧ୍ୟ...

ବାଉଚର୍‌ ଦକ୍ଷିଣ ଆଫ୍ରିକା ମୁଖ୍ୟ କୋଚ୍‌

କେପ୍‌ ଟାଉନ,୧୪।୧୨ (ଏଏଫ୍‌ପି): ପୂର୍ବତନ ଉଇକେଟ୍‌କିପର ମାର୍କ ବାଉଚର୍‌ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ୨୦୨୩ ବିଶ୍ୱକପ୍‌ ପର୍ଯ୍ୟନ୍ତ...

ଏମିତି ଉପହାର ଦେଲେ ରାହାନେ, ଯାହାକୁ ସାରା ଜୀବନ ଭୁଲିପାରିବେନି ସିରାଜ୍‌

ମେଲବୋର୍ନ,୨୯।୧୨: ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟରୁ ସ୍ମରଣୀୟ ଡେବ୍ୟୁ କରିଥିବା ମହମ୍ମଦ ସିରାଜଙ୍କୁ ଚତୁର୍ଥ ଦିନରେ ଅଧିତ୍ନାୟକ ଅଜିଙ୍କେ ରାହାନେ ଉପହାର ଦେଇଥିଲେ,...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

ଭାରତକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଲେ ପନ୍ତ, ଜାଡେଜା

ବର୍ମିଂହାମ୍‌, ୨।୭- ଭାରତ ଓ ଇଂଲଣ୍ଡ ମଧ୍ୟରେ ସ୍ଥଗିତ ରହିଥିବା ସିରିଜର ୫ମ ତଥା ଅନ୍ତିମ ଟେଷ୍ଟ ଶୁକ୍ରବାର ଆରମ୍ଭ ହୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ...

ଭାରତୀୟ ଆଥଲେଟଙ୍କୁ ବାରଣ

ନୂଆଦିଲ୍ଲୀ, ୧୬ା୫ (ପି.ଟି.)-କୋଭିଡ୍‌-୧୯ ଯୋଗୁ କୌଣସି ଭାରତୀୟ ଆଥଲେଟଙ୍କୁ ସେମାନଙ୍କ ସୁରକ୍ଷା ଦୃଷ୍ଟିରୁ ବିଦେଶରେ କୌଣସି ପ୍ରତିଯୋଗିତାରେ ଭାଗ ନେବାଲାଗି ଅନୁମତି ମିଳିବ ନାହିଁ ।...

କ୍ରିକେଟ ଖେଳ ଭଳି ପାରିବାରିକ ଜୀବନ ବି ରହିଛି ଅନିଶ୍ଚିତ…

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସୋମବାର ୫୮ ବର୍ଷ ପୂରଣ ହୋଇଛି। ୧୯୬୩ ଫେବୃୟାରୀ ୮ରେ ସେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ।...

କିଛି ମିନିଟ୍‌ ମଧ୍ୟରେ ବିକ୍ରି ହୋଇଗଲା ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୫।୯: ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ...

Advertisement
Archives

Model This Week