Posted inଖେଳ

ପୂଜାରା-ଆୟାରଙ୍କ ଅର୍ଦ୍ଧଶତକ: ଭାରତର ସ୍କୋର ୨୦୦ ଟପିଲା

ଚଟ୍ଟୋଗ୍ରାମ,୧୪।୧୨: ଚଟ୍ଟୋଗ୍ରାମରେ ବାଂଲାଦେଶ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚେତେଶ୍ୱର ପୂଜାରା ଏବଂ ଶେୟାୟାଶ ଆୟାର ବାଂଲାଦେଶ ବୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ପୂଜାରା ଅର୍ଦ୍ଧଶତକ ହାସଲ କରିବାରେ ସଫଳ ହୋଇଥିଲେ। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଭାରତର ଆରମ୍ଭ ବହୁତ ଭଲ ନ ଥିଲା ଏବଂ ପ୍ରଥମ ଉଇକେଟ ୪୧ ରନ୍‌ରେ ଯାଇଥିଲା। ୨୦ ରନ ସ୍କୋର କରିବା ପରେ ଶୁଭମାନ ଗିଲ ଆଉଟ ହୋଇଥିଲେ। ଏହା ପରେ କେ.ଏଲ ରାହୁଲ ୨୨, ବିରାଟ କୋହଲି ୧ ଏବଂ ରିଷଭ ପନ୍ତ ୪୬ ରନର ଇନିଂସ ଖେଳିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଚେତେଶ୍ୱର ପୂଜାରା ୧୫୭ ବଲରୁ ୬୮ ରନ ଏବଂ ଶ୍ରେୟାସ ଆୟର ୧୨୪ ବଲରୁ ୬୩ ରନ୍‌ରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ଓଭର ମେଡେନ ପକାଇବା ରେକର୍ଡ ଅଧିକାରୀ ଦୀପ୍ତି

ନୂଆଦିଲ୍ଲୀ,୨୫।୯: ଅଲରାଉଣ୍ଡର ଦୀପ୍ତି ଶର୍ମା ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁରାଟଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଏକ ବିରଳ ରେକର୍ଡ ଅଧିକାରୀ ହୋଇଛନ୍ତି। ସେ...

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ...

ବିସିସିଆଇ- କ୍ରୀଡ଼ା ମନ୍ତ୍ରଣାଳୟ ଶୀତଳ ଯୁଦ୍ଧ: ଆଶଙ୍କାରେ ଦକ୍ଷିଣ ଆଫ୍ରିକା ଏ’ ଦଳର ଭାରତ ଗସ୍ତ

ନୂଆଦିଲ୍ଲୀ,୧।୮(ପି.ଟି.)- ଆସନ୍ତା ଅଗଷ୍ଟ ଓ ସେପ୍ଟେମ୍ବରରେ ଦକ୍ଷିଣ ଆଫ୍ରିକା ଏ’ ଓ ମହିଳା ଦଳର ଆଗାମୀ ଭାରତ ଗସ୍ତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କେନ୍ଦ୍ର...

ଆବୁଧାବି ଟି୧୦ ଲିଗ୍‌ରେ ଖେଳିବେ ଗେଲ୍‌, ଆଫ୍ରିଦୀ, ବ୍ରାଭୋ

ଆବୁଧାବି, ୨୧ା୧୨- ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଆବୁଧାବୀ ଟି୧୦ ଲିଗ୍‌ର ୪ର୍ଥ ସଂସ୍କରଣ। ଏଥିରେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌...

ଶୀର୍ଷରେ କୋହଲି; ଖସିଲେ ବୁମରା

ଦୁବାଇ, ୩୧।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଜାୟ ରଖିଛନ୍ତି ଶୀର୍ଷ ସ୍ଥାନ। ଅନ୍ୟପକ୍ଷରେ ଭାରତୀୟ ବୋଲିଂ ବିଭାଗର କର୍ଣ୍ଣଧାର...

କ୍ରିକେଟ୍‌କୁ ଫେରିବା ପାଇଁ ମ୍ୟାକ୍ସଓ୍ବେଲ୍‌ଙ୍କ ପ୍ରସ୍ତୁତି

ମେଲବୋର୍ନ, ୬।୧୨ (ପି.ଟି.)- ଅଷ୍ଟ୍ରେଲିଆ କ୍ରିକେଟ୍‌ ପାଇଁ ଖୁସି ଖବର। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ ଲାଗି ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ମାନସିକ...

ସେପ୍ଟେମ୍ବର ୧ରୁ ଜାତୀୟ ରେସ୍‌ଲିଂ କ୍ୟାମ୍ପ୍‌

ନୂଆଦିଲ୍ଲୀ, ୧୭ା୮ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ପାଇଁ ଜାତୀୟ ରେସ୍‌ଲିଂ କ୍ୟାମ୍ପ ହେବ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ଘୋଷଣା କରାଯାଇଛି। ପୁରୁଷ କୁସ୍ତି...

ବିଶ୍ୱକପରୁ ବିଦାୟ ପରେ କୋଚ୍‌ଙ୍କ ଇସ୍ତଫା

ଦୋହା,୮ା୧୨: ଫିଫା ବିଶ୍ୱକପରୁ ସ୍ପେନ୍‌ ଦଳର ବିଦାୟ ପରେ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି ଲୁଇସ୍‌ ଏନ୍‌ରିକ୍‌। ରାଉଣ୍ଡ ଅଫ୍‌ ୧୬ତମ ମ୍ୟାଚରେ ମରକ୍କୋ ନିକଟରୁ...

Advertisement
Archives

Model This Week