Posted inଖେଳ

ପୂଜାରା-ଆୟାରଙ୍କ ଅର୍ଦ୍ଧଶତକ: ଭାରତର ସ୍କୋର ୨୦୦ ଟପିଲା

ଚଟ୍ଟୋଗ୍ରାମ,୧୪।୧୨: ଚଟ୍ଟୋଗ୍ରାମରେ ବାଂଲାଦେଶ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚେତେଶ୍ୱର ପୂଜାରା ଏବଂ ଶେୟାୟାଶ ଆୟାର ବାଂଲାଦେଶ ବୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ପୂଜାରା ଅର୍ଦ୍ଧଶତକ ହାସଲ କରିବାରେ ସଫଳ ହୋଇଥିଲେ। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଭାରତର ଆରମ୍ଭ ବହୁତ ଭଲ ନ ଥିଲା ଏବଂ ପ୍ରଥମ ଉଇକେଟ ୪୧ ରନ୍‌ରେ ଯାଇଥିଲା। ୨୦ ରନ ସ୍କୋର କରିବା ପରେ ଶୁଭମାନ ଗିଲ ଆଉଟ ହୋଇଥିଲେ। ଏହା ପରେ କେ.ଏଲ ରାହୁଲ ୨୨, ବିରାଟ କୋହଲି ୧ ଏବଂ ରିଷଭ ପନ୍ତ ୪୬ ରନର ଇନିଂସ ଖେଳିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଚେତେଶ୍ୱର ପୂଜାରା ୧୫୭ ବଲରୁ ୬୮ ରନ ଏବଂ ଶ୍ରେୟାସ ଆୟର ୧୨୪ ବଲରୁ ୬୩ ରନ୍‌ରେ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଜିଲା ଡିଏନ୍‌କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ ‘ମାଣ୍ଡିଆ ଦିବସ’ ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ…

ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କରିଛନ୍ତି। ଏହି ଅବସରରେ, ଏକ ଧାର୍ମିକ ରୀତିନୀତି ଅନୁଯାୟୀ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ପ୍ରଧାନମନ୍ତ୍ରୀଙ୍କ…

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର…

ବର୍ଷା ବଞ୍ଚାଇଲା ଟିମ ଇଣ୍ଡିଆର ମାନ; ୧୩୫ ରନର ଲକ୍ଷ୍ୟ ପିଛା କରିବା ବେଳେ ବଢ଼ିଥିଲା ଚାପ, ଏମିତି ଜିତିଲେ ମେନ ଇନ୍‌ ବ୍ଲୁ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ବର୍ଷା ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟରୁ ରକ୍ଷା କରିଛି। ୧୩୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ…

ଇରାନର ପରମାଣୁ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସୂଚନା ଦେଲେ ୨୦ ନିୟୁତ ଡଲାର ପୁରସ୍କାର ଦେବେ ଟ୍ରମ୍ପ

ଓ୍ବାଶିଂଟନ,୭।୧୧: ଇରାନର ପରମାଣୁ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ସୂଚନା ପାଇଁ ଯୁକ୍ତରାଷ୍ଟ୍ର ଆମେରିକା ୨୦ ନିୟୁତ ଡଲାର ପର୍ଯ୍ୟନ୍ତ ପୁରସ୍କାର ଏବଂ ଅନ୍ୟ ସ୍ଥାନକୁ ସ୍ଥାନାନ୍ତରିତ ହେବାରେ ସହାୟତା…

ଆରମ୍ଭ ହେଲା ନୂଆ ଯୋଜନା ମାଗଣାରେ ଛାତ୍ରୀଛାତ୍ରଙ୍କୁ ମିଳିବ ଲାପଟପ, କାହାକୁ ମିଳିବ ସୁବିଧା ଜାଣନ୍ତୁ

ଚେନ୍ନାଇ,୭।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ କଲେଜ ଛାତ୍ରୀଛାତ୍ରଙ୍କ ପାଇଁ ଏକ ମାଗଣା ଲାପଟପ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାର ନାମ…

କଟକ ସଦର ବିଡିଓଙ୍କ ବଦଳିକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ଚର୍ଚ୍ଚା

କଟକ ସଦର,୭ା୧୧(ସୁଶାନ୍ତ କୁମାର ଜେନା): ୨ ଦିନ ଧରି କଟକ ସଦର ଅଞ୍ଚଳର ସାମାଜିକ ଗଣମାଧ୍ୟମରେ ଏକ ଖବର ଭାଇରାଲ ହେବାରେ ଲାଗିଛି। ବଦଳି ସଂକ୍ରାନ୍ତୀୟ ଖବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?