Posted inଖେଳ

ଡ୍ରେସିଂ ରୁମ୍‌ରେ ରାହୁଲ ଦ୍ରାଭିଡଙ୍କ ଉପସ୍ଥିତିକୁ ନେଇ ପୂଜାରାଙ୍କ ବଡ଼ ଖୁଲାସା

କାନପୁର,୨୪।୧୧:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଗୁରୁବାର ଠାରୁ କାନପୁରରେ ଆରମ୍ଭ ହେବ। ରାହୁଲ ଦ୍ରାବିଡଙ୍କ ଟିମ ଇଣ୍ଡିଆର ମୁଖ୍ୟ କୋଚଭାବରେ ଏହା ପ୍ରଥମ ଟେଷ୍ଟ ସିରିଜ ହେବ। ଏଭଳି ପରିସ୍ଥିତିରେ ସେ ଜିତିବା ପାଇଁ ଏକ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି ଟେଷ୍ଟ ପୂର୍ବରୁ ଚେତେଶ୍ୱର ପୂଜାରା ଡ୍ରେସିଂ ରୁମରେ କୋଚ ଦ୍ରାବିଡଙ୍କ ଉପସ୍ଥିତି ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଦ୍ରାବିଡ଼ଙ୍କ ଡ୍ରେସିଂ ରୁମରେ ରହିବା ଅଧିକାଂଶ ଖେଳାଳିଙ୍କୁ ଉପକୃତ କରିବ। ବିଶେଷକରି ସେହି ଯୁବକ ଖେଳାଳିମାନେ ଯେଉଁମାନେ ରାହୁଲ ଭାଇଙ୍କ ତତ୍ତ୍ୱାବଧାନରେ ଅଣ୍ଡର -୧୯ କିମ୍ବା ଇଣ୍ଡିଆ-ଏ ଦଳରେ ଖେଳିଛନ୍ତି । କେବଳ ଏତିକି ନୁହେଁ, ଆମ ଭଳି ଅଭିଜ୍ଞ ଖେଳାଳିମାନେ ମଧ୍ୟ ତାଙ୍କଠାରୁ ଅନେକ କିଛି ଶିଖିବାକୁ ପାଇବେ।
କାନପୁରରେ ଦଳର ପ୍ରଶିକ୍ଷଣ ଅଧିବେଶନ ପୂର୍ବରୁ ଚେତେଶ୍ୱର ପୂଜାରା କହିଛନ୍ତି, ମୁଁ ଏ ସିରିଜ ସମୟରେ ରାହୁଲ ଦ୍ରାବିଡଙ୍କ ସହ କାମ କରିସାରିଛି, ତେଣୁ ଆମେ ସମସ୍ତେ ତାଙ୍କ ମାର୍ଗଦର୍ଶନକୁ ଅପେକ୍ଷା କରିଛୁ। ଦଳର ଖେଳାଳି ଏବଂ କୋଚ ଭାବରେ ତାଙ୍କର ଅଭିଜ୍ଞତା ପରିମାଣ ବହୁତ ସାହାଯ୍ୟ କରେ। ତାଙ୍କ ବ୍ୟାଟିଂ ସମ୍ପର୍କରେ ସେ କହିଛନ୍ତି ଯେ ୩ ବର୍ଷ ଧରି ଟେଷ୍ଟରେ ଶତକ ହାସଲ କରିପାରି ନ ଥିବାରୁ ସେ ବ୍ୟସ୍ତ ନୁହଁନ୍ତି। ଅନ୍ତତଃପକ୍ଷେ ଦଳର ବିଜୟରେ ୮୦କିମ୍ବା ୯୦ର ଇନିଂସ ଖେଳିବା ଦଳ ପାଇଁ କାମ ଆସୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri