Posted inଖେଳ

ଭାରତର ବିଜୟ ଲାଗି ଚାଲିଛି ପୂଜାପାଠ: ମ୍ୟାଚକୁ ନେଇ ଉତ୍ସାହିତ ପ୍ରଶଂସକ

ଭୁବନେଶ୍ୱର,୪।୩: ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ICC ଚାମ୍ପିୟନ୍ସ ଟ୍ରଫିରେ ସେମିଫାଇନାଲ ମ୍ୟାଚ ପୂର୍ବରୁ କ୍ରିକେଟ ପ୍ରଶଂସକମାନେ ଭାରତୀୟ ଦଳର ବିଜୟ କାମନା କରି ପୂଜାର୍ଚ୍ଚନା କରୁଛନ୍ତି। ଏପରିକି କେତେକ ସ୍ଥାନରେ ହୋମ ଯଜ୍ଞ କରାଯାଉଛି। ମ୍ୟାଚକୁ ନେଇ ପ୍ରଶଂସକ ବେଶ୍‌ ଉତ୍ସାହିତ ଥିବାବେଳେ ନିଜ ପ୍ରିୟ ଖେଳାଳିଙ୍କୁ ଶୁଭକାମନା ଜଣାଉଛନ୍ତି। ଭାରତ ସେମିଫାଇନାଲ ମ୍ୟାଚରେ ନିଶ୍ଚିତ ବିଜୟୀ ହେବ ବୋଲି ଅଶାବ୍ୟକ୍ତି କରିଛନ୍ତି।

ଅନ୍ୟପକ୍ଷେ ଉଭୟ ଦଳ ସେମାନଙ୍କ ଗ୍ରୁପରେ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଭାରତ ତା’ର ୩ରୁ ୩ ମ୍ୟାଚ ଜିତିଥିବା ବେଳେ ଅଷ୍ଟ୍ରେଲିଆ କେବଳ ଗୋଟିଏ ମ୍ୟାଚ ଜିତିଥିଲା। ଅନ୍ୟ ଦୁଇଟି ମ୍ୟାଚ ବର୍ଷାରେ ଧୋଇ ଯାଇଥିଲା।

ଦୁଇ ଦଳ ଆଇସିସି ଟୁର୍ନାମେଣ୍ଟର ନକ୍‌ଆଉଟ ପର୍ଯ୍ୟାୟରେ ପରସ୍ପରକୁ ୫ ଥର ଭେଟିଛନ୍ତି। ଏଥିରୁ ଭାରତ ଦୁଇ ଥର ଜିତିଥିବା ବେଳେ ଅଷ୍ଟ୍ରେଲିଆ ୩ ଥର ବାଜିମାତ କରିଛି। ଭାରତ ଅନ୍ତିମ ଥର ୨୦୧୧ ବିଶ୍ୱକପ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇଥିଲା।

୨୦୧୫ ବିଶ୍ୱକପ ସେମିଫାଇନାଲରେ ଓ ୨୦୨୩ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲା। ଏଥିପୂର୍ବରୁ ୨୦୨୩ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ମଧ୍ୟ ଭାରତକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। କିନ୍ତୁ ଭାରତୀୟ ଦଳ ପାଖରେ ଅଷ୍ଟ୍ରେଲିଆକୁ ଚଳିତ ଥର ଆଇସିସି ଟୁର୍ନାମେଣ୍ଟର ନକଆଉଟରେ ପରାସ୍ତ କରିବାର ଭଲ ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri