ଘୋଷଣା ହେଲା ପୁଲିତ୍‌ଜର ପୁରସ୍କାର, ସାମିଲ ଅଛନ୍ତି ତିନି ଭାରତୀୟ ଖବରଦାତା

ୱାଶିଂଟନ,୧୦ ।୫: ଚଳିତ ବର୍ଷ ଅର୍ଥାତ୍ ୨୦୨୨ ପାଇଁ ପୁଲିତ୍‌ଜର ପୁରସ୍କାର ଘୋଷଣା କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଆମେରିକାର ଏହି ସର୍ବୋଚ୍ଚ ପୁରସ୍କାର ପାଇବାରେ ୩ ଭାରତୀୟ ରହିଛନ୍ତି । ଏମାନେ ହେଲେ ଅଦନାନ ଆବିଦି, ସନା ଇରସାଦ ମଟ୍ଟୁ ଓ ଅମିତ ଦବେ । ଏହାସହ ରଏଟର୍ସର ରିପୋର୍ଟର ସ୍ୱର୍ଗତ ଦାନିଶ ସିଦ୍ଦିକିଙ୍କୁ ଏହା ମରଣୋତ୍ତର ଭାବେ ମିଳିଛି ।
ଅଦନାନ ଆବିଦି, ସନା ଇରସାଦ ମଟ୍ଟୁ ଓ ଅମିତ ଦବେଙ୍କୁ କୋଭିଡ ସମୟରେ ଭାରତରେ ନେଇଥିବା ଫଟୋ ପାଇଁ ଏହି ପୁରସ୍କାର ମିଳିଛି । ସେହିଭଳି ସିଦ୍ଦିକି ଗତବର୍ଷ ଆଫଗାନ ସୁରକ୍ଷାକର୍ମୀ ଓ ତାଲିବାନ ବିଦ୍ରୋହୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ସମୟରେ ରିପୋଟିଂ କରୁଥିବାରୁ ତାଙ୍କୁ ଏହି ପୁରସ୍କାର ମିଳିଛି । ସୂଚନାଯୋଗ୍ୟ, ଏହି ରିପୋଟିଂ ସମୟରେ ହିଁ ସିଦ୍ଦିକିଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri