Posted inଜାତୀୟ

ପୁଲୱାମା ଆକ୍ରମଣ: ୧୨ ଦିନରେ ଭାରତ ନେଇଥିଲା ୪୦ ଶହୀଦ ଯବାନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୪ ।୨: ସାରା ବିଶ୍ୱ ଫେବୃୟାରୀ ୧୪କୁ ଭାଲେଣ୍ଟାଇନ ଡେ’ ଭାବେ ପାଳନ କରୁଥିବା ବେଳେ ଭାରତ ପାଇଁ କିନ୍ତୁ ଏହା ଏକ କଳା ଦିବସ । ଏହିଦିନ ପାକିସ୍ତାନ ଆତଙ୍କବାଦୀଙ୍କ ଅକ୍ରମଣରେ ଶହୀଦ ହୋଇଥିଲେ ୪୦ ଭାରତୀୟ ବୀର ଯବାନ । ଠିକ୍ ଆଜକୁ ୨ ବର୍ଷ ପୂର୍ବେ ଜମ୍ମୁ-କଶ୍ମୀରର ପୁଲୱାମାରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ବିସ୍ଫୋରକରେ ଭର୍ତ୍ତି ଏକ ଗାଡିକୁ ସିଆର୍‌ପିଏଫ୍ ଯବାନଙ୍କ ବସ୍‌ରେ ମାଡ କରିବା ଫଳରେ ଖୁବ୍ ଜୋରରେ ବିସ୍ଫୋରଣ ହୋଇ ୪୦ ଯବାନ ଶହୀଦ ହୋଇଯାଇଥିଲେ । ଆଉ ଏହାର ଠିକ୍ ୧୨ ଦିନ ମଧ୍ୟରେ ଏହାର ପ୍ରତିଶୋଧ ନେଲା ଭାରତ । ବାଲାକୋଟରେ ଥିବା ଜୈଶ-ଇ-ମହମ୍ମଦର ଆତଙ୍କବାଦୀ ଶିବିର ଉପରେ ଏୟାର ଷ୍ଟ୍ରାଇକ୍ କଲା ଭାରତ । ୨୬ ଫେବୃୟାରୀରେ ଯୋଜନା ବଦ୍ଧ ଭାବେ ଭାରତୀୟ ବାୟୁସେନା ଦ୍ୱାରା ଏୟାର ଷ୍ଟ୍ରାଇକ୍ କରାଯାଇ ପୁଲୱାମା ଆକ୍ରମଣର ପତିଶୋଧ ନେଲା ଦେଶ । ଯେଉଁଥିରେ ଶହ ଶହ ଆତଙ୍କବାଦୀ ନିପାତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri