Posted inଜାତୀୟ

Pulwama Attack: ମୁଣ୍ଡ ନୁଆଁଇବ ନାହିଁ ଭାରତ; ଆତଙ୍କବାଦୀଙ୍କୁ ଚେତାବନୀ ଦେଳେ ମୋଦି-ଶାହା

ନୂଆଦିଲ୍ଲୀ,୧୪।୨: ୧୪ ଫେବୃଆରୀ ୨୦୧୯ରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଭାବରେ ଲିପିବଦ୍ଧ କରାଯାଇଛି। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ ଏହି ଭୟଙ୍କର ଘଟଣା ଘଟିଥିଲା। ଯେତେବେଳେ ସିଆରପିଏଫ ଗାଡ଼ି ଶ୍ରୀନଗର ଅଭିମୁଖେ ଯାଉଥିବା ସମୟରେ ହଠାତ୍‌ ଆକ୍ରମଣ ହୋଇଥିଲା। ଏହା ସମଗ୍ର ଦେଶକୁ ଥରାଇ ଦେଇଥିଲା ଏବଂ ୪୦ ଜଣ ସାହସୀ ସୈନିକ ଶହୀଦ ହୋଇଥିଲେ।
ପୁଲୱାମା ଆକ୍ରମଣର ବାର୍ଷିକୀରେ ଶହୀଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ୨୦୧୯ ମସିହାର ଏହି ଦିନରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସୈନିକମାନଙ୍କୁ ମୁଁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଜଣାଉଛି।


ଆତଙ୍କବାଦ ସମଗ୍ର ମାନବ ଜାତିର ସବୁଠାରୁ ବଡ଼ ଶତ୍ରୁ ଏବଂ ଏହା ବିରୋଧରେ ସମଗ୍ର ବିଶ୍ୱ ଏକତ୍ରିତ ହୋଇଛି। ମୋଦି ସରକାର ଆତଙ୍କବାଦ ବିରୋଧରେ ‘ଶୂନ୍ୟ ସହନଶୀଳତା’ ନୀତିରେ କାର୍ଯ୍ୟ କରୁଛି ଏବଂ ଏହି ବିପଦକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବାକୁ ପ୍ରତିବଦ୍ଧ। ସର୍ଜିକାଲ ଷ୍ଟ୍ରାଇକ ହେଉ କିମ୍ବା ଏୟାର ଷ୍ଟ୍ରାଇକ, ମୋଦି ସରକାର ଆତଙ୍କବାଦୀଙ୍କ ବିରୋଧରେ ଏକ କଠୋର ଅଭିଯାନ ଚଳାଇଛନ୍ତି ଏବଂ ଦେଶକୁ ସୁରକ୍ଷା ଦେବା ପାଇଁ ଯେକୌଣସି ସୀମାକୁ ଯିବାକୁ ପ୍ରସ୍ତୁତ। ଭାରତ ଆତଙ୍କବାଦ ବିରୋଧରେ କୌଣସି ପ୍ରକାରର ନମ୍ରତା ଦେଖାଇବ ନାହିଁ।
ପୁଲୱାମା ଆକ୍ରମଣର ବାର୍ଷିକୀରେ ଶହୀଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ କରି କହିଛନ୍ତି, ୨୦୧୯ ମସିହାରେ ପୁଲୱାମାରେ ଆମେ ହରାଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି। ଭବିଷ୍ୟତ ପିଢ଼ି ସେମାନଙ୍କର ବଳିଦାନ ଏବଂ ଦେଶ ପ୍ରତି ସେମାନଙ୍କର ଅଟଳ ସମର୍ପଣକୁ କେବେ ଭୁଲିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢିଙ୍କ ପାଇଁ ବଡ଼ ଘୋଷଣା କଲେ ସୀତାରମଣ, Gen Z ପ୍ରସ୍ତୁତ କରିବେ ବଜେଟ୍‌

ନୂଆଦିଲ୍ଲୀ,୧୭।୧୧: କେନ୍ଦ୍ରୀୟ ବଜେଟ ୨୦୨୭-୨୮ ର ପ୍ରସ୍ତୁତି ଜୋରସୋରରେ ଚାଲିଛି ଏବଂ ଏଥର ବଜେଟ ନିର୍ମାଣ ପ୍ରକ୍ରିୟାରେ ଏକ ଐତିହାସିକ ପରିବର୍ତ୍ତନ ଦେଖିବାକୁ ମିଳିବ। ‘ଦି ଇକୋନୋମିକ…

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, କହିଲେ ମା’ଙ୍କ ସମ୍ପତ୍ତିରେ ନାହିଁ ପୁଅଙ୍କ ଅଧିକାର!

ଚେନ୍ନାଇ,୧୭।୧୧: ଅନେକ ଲୋକଙ୍କର ଏପରି ଧାରଣା ଥାଏ ଯେ, ଆଇନଗତ ଉତ୍ତରାଧିକାରୀ ଭାବରେ ମାତାପିତାଙ୍କ ମୃତ୍ୟୁ ପରେ ସେମାନଙ୍କ ସନ୍ତାନମାନେ ସ୍ବତଃ ହିଁ ମାତାପିତାଙ୍କ ସମ୍ପତ୍ତି ଉପରେ…

ସରକାରଙ୍କ ବଡ଼ ଘୋଷଣା, ଏଣିକି ସରକାରୀ ଚାକିରି ପାଇଁ ମାଗଣା ଆବେଦନ!

କୋଲକାତା,୧୭।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୋମବାର (ନଭେମ୍ବର ୧୬, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ସରକାରୀ ନିଯୁକ୍ତି ପରୀକ୍ଷାରେ ଅଂଶଗ୍ରହଣ…

ବିଳମ୍ବିତ ରାତିରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ହଠାତ୍‌ ବଢିଲା….

ନୂଆଦିଲ୍ଲୀ,୧୭।୧୧: ତେଲ କମ୍ପାନୀଗୁଡ଼ିକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୋମବାର ବିଳମ୍ବିତ ରାତିରେ ସରକାର ଡିଜେଲ ଓ ବିମାନ ଇନ୍ଧନ (ATF) ରପ୍ତାନି…

QUAD ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି-ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ଚାଇନାକୁ ଲାଗିପାରେ ଝଟକା

ନୂଆଦିଲ୍ଲୀ,୧୭।୧୧: ଆମେରିକା, ଚାଇନା ଏବଂ ରୁଷିଆକୁ ନେଇ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକଗୁଡ଼ିକ ପୂର୍ବରୁ, ‘କ୍ୱାଡ’ (Quad) ସଦସ୍ୟ ରାଷ୍ଟ୍ରଗୁଡ଼ିକର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ…

ମା’ଙ୍କ ପୁସ୍ତକ ଉନ୍ମୋଚନ ବେଳେ ରାହୁଲ ଭାବବିହ୍ବଳ

ନୂଆଦିଲ୍ଲୀ,୧୭ା୧୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଲିଖିତ ଜୀବନୀ ପୁସ୍ତକ ‘ବିଲଙ୍ଗିଙ୍ଗ୍‌: ଏ ଜର୍ନି ଅଫ୍‌ ଲଭ୍‌’ର ଆନୁଷ୍ଠାନିକ ଉନ୍ମୋଚନ ସୋମବାର ନୂଆଦିଲ୍ଲୀରେ ହୋଇଛି। ଏହି କାର୍ଯ୍ୟକ୍ରମରେ…

ଯେଉଁଠି ପ୍ରଥମେ ଭେଟିଥିଲେ ସୋନିଆ-ରାଜୀବ, ସେହି ରେଷ୍ଟୁରାଣ୍ଟକୁ ଗର୍ଲଫ୍ରେଣ୍ଡଙ୍କ ସହ ଯାଇଥିଲେ ରାହୁଲ! ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୬।୧୧: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ତାଙ୍କ ମାଆ ସୋନିଆ ଗାନ୍ଧୀଙ୍କ ପୁସ୍ତକ ‘ବିଲଙ୍ଗିଂ: ଏ ଜର୍ଣ୍ଣି ଅଫ ଲଭ’ର ଉନ୍ମୋଚନ ଅବସରରେ ପରିବାର ସହ ଜଡ଼ିତ…

ଅଗ୍ନିବୀରଙ୍କ ପାଇଁ ଖୁସି ଖବର! ହେଲା ବଡ଼ ଘୋଷଣା, ୬ ବର୍ଷ ପରେ ମିଳିବ…

ନୂଆଦିଲ୍ଲୀ,୧୬।୧୧: ଅଗ୍ନିବୀରଙ୍କ ନିଯୁକ୍ତି ଓ ସେବା ଅବଧିକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (CDS) ଜେନେରାଲ୍‌ ଏନ୍‌ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?