Posted inଜାତୀୟ

ଭାଜପା ଉପରେ ବର୍ଷିଲେ ବାଘେଲା

ଅହମ୍ମଦାବାଦ,୨।୫: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶଙ୍କର ସିଂ ବାଘେଲା ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ପୁଲଓ୍ବାମା ଆକ୍ରମଣ ଭାଜପାର ଏକ ଷଡଯନ୍ତ୍ର। ଗୋଧ୍ରା ଦଙ୍ଗା ପରି ପୁଲଓ୍ବାମା ମଧ୍ୟ ଭାଜପାର ଏକ ପୂର୍ବ ପ୍ରସ୍ତୁତ କାର୍ଯ୍ୟକ୍ରମ ବୋଲି ସେ କହିଛନ୍ତି। ଏନ୍‌ସିପି ନେତା ବାଘେଲା କହିଛନ୍ତି ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ଯେଉଁ ଗାଡିରେ ଆର୍‌ଡିଏକ୍ସ ନିଆଯାଉଥିଲା ତା’ର ରେଜିଷ୍ଟ୍ରେଶନ ନମ୍ବର ଗୁଜରାଟର ଥିଲା। ତେଣୁ ନିର୍ବାଚନ ଜିତିବା ଲାଗି ଭାଜପା ଆତଙ୍କବାଦୀଙ୍କ ସାହାରା ନେଇଥିବା ବାଘେଲା ଖବରଦାତାଙ୍କୁ କହିଛନ୍ତି। କାରଣ ଗତ ୫ ବର୍ଷ ଭାଜପା ଶାସନ ସମୟରେ ବହୁ ଆତଙ୍କବାଦୀ ଆକ୍ରମଣ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ବାଲାକୋଟ ଆକ୍ରମଣରେ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇ ନାହିଁ। କାରଣ କୌଣସି ବିଦେଶୀ ଏଜେନ୍ସି ଏହାର ସ୍ପଷ୍ଟ ଚିତ୍ର ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୪: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri