Posted inଜାତୀୟ

ପୁଲୱାମା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଆଉ ଜଣେ ଆତଙ୍କବାଦୀ ମୃତ ୨ ଏକେ ୪୭ ଜବତ

ପୁଲୱାମା,୨୮ ।୪: ଜମ୍ମୁ-କଶ୍ମୀର ପୁଲୱାମାର ମିତ୍ରିଗାମ ଅଞ୍ଚଳରେ ବୁଧବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ହେଲେ ଗୁରୁବାର ପୁଣିଥରେ ପୋଲିସ ପକ୍ଷରୁ ସୂଚନା ମିଳିଛି କି ଉକ୍ତ ଏନକାଉଣ୍ଟରରେ ପୁଲୱାମାର ମିତ୍ରିଗାମ ଆଞ୍ଚଳରେ ଆଉଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୨ଟି ଏକେ ୪୭ ରାଇଫଲ ଜବତ କରାଯାଇଛି ।
କଶ୍ମୀର ଆଇଜିପି ବିଜୟ କୁମାର କହିଛନ୍ତି, ପୁଲୱାମା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଏମାନେ ସ୍ଥାନୀୟ ଅଞ୍ଚଳର ଏଜାଜ ହାଫିଜ ଓ ଶାହିଦ ଅୟୁବ ବୋଲି ଜଣାପଡିଛି । ଉଭୟଙ୍କ ନିକଟରୁ ୨ଟି ଏବେ ୪୭ ଜବତ କରାଯାଇଥିବା ବେଳେ ଉଭୟ ବନ୍ଦ୍ରେ ସଙ୍ଗଠନର ସମ୍ପର୍କରେ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri