Posted inଖେଳ

ଓ୍ବାଶିଂଟନ ଓ ପଡିକାଲଙ୍କୁ ଅନୁବନ୍ଧିତ କଲା ପୁମା

ନୂଆଦିଲ୍ଲୀ, ୨୧।୪ (ପି.ଟି.)- ଗ୍ଲୋବାଲ ସ୍ପୋଟର୍‌ସ ବ୍ରାଣ୍ଡ୍‌ ପୁମା ଭାରତର ଦୁଇ ଉଦୀୟମାନ କ୍ରିକେଟର ଓ୍ବାଶିଂଟନ ସୁନ୍ଦର ଓ ଦେବଦୂତ ପଡ଼ିକାଲଙ୍କୁ ଅନୁବନ୍ଧିତ କରିଛନ୍ତି। ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି, ଉଇକେଟକିପର-ବ୍ୟାଟ୍ସମ୍ୟାନ କେ.ଏଲ୍‌. ରାହୁଲ, ଜାତୀୟ ମହିଳା ଦଳର ସଦସ୍ୟା ସୁଷମା ବର୍ମା ଓ ଯୁବରାଜ ସିଂଙ୍କ ଭଳି କିମ୍ବଦନ୍ତୀଙ୍କ ସହ ଏହି କମ୍ପାନୀ ଚୁକ୍ତି କରିଥିଲା। ପଡ଼ିକାଲ କହିଛନ୍ତି, ପୁମା ଭଳି ନାମୀ କମ୍ପାନୀ ସହ ଚୁକ୍ତି କରି ସେ ଖୁବ୍‌ ଆନନ୍ଦିତ। ଏହି କମ୍ପାନୀ ସବୁବେଳେ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନଙ୍କ ସହ ଚୁକ୍ତି କରି ଆସୁଛି। ଓ୍ବାଶିଂଟନ କହିଛନ୍ତି, ଏହି ଗ୍ଲୋବାଲ ସ୍ପୋଟର୍‌ସ ବ୍ରାଣ୍ଡ୍‌ ସହିତ ଚୁକ୍ତି କରିବା ଜଣେ ଆଥ୍‌ଲେଟଙ୍କ ପାଇଁ ଗର୍ବର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri