ପମ୍ପ୍‌କିନ୍‌ ପ୍ୟାନ୍‌କେକ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ କଖାରୁ ପେଷ୍ଟ, ୫୦୦ ମିଲି. ଆଲମଣ୍ଡ କ୍ଷୀର, ୨ ଟେବଲ୍‌ସ୍ପୁନ୍‌ ଭାନିଲା ଏକ୍ସଟ୍ରାକ୍ଟ, ୫୦୦ ଗ୍ରାମ୍‌ ଚଣା ପାଉଡ଼ର(ଚିକ୍‌ପି ଫ୍ଲୋର୍‌), ୧ ଟିସ୍ପୁନ୍‌ ଲେଖାଏଁ ଡାଲଚିନି, ଜାଇଫଳ, ଲବଙ୍ଗ ପାଉଡ଼ର, ୧ ଟିସ୍ପୁନ୍‌ ବେକିଂ ପାଉଡ଼ର, ଲୁଣ ସ୍ବାଦାନୁସାରେ।
ପ୍ରସ୍ତୁତି ପ୍ରଣାଳୀ: ଏକ ପାତ୍ରରେ କଖାରୁ ପେଷ୍ଟ, ଆଲମଣ୍ଡ କ୍ଷୀର, ଭାନିଲା ଏକ୍ସଟ୍ରାକ୍ଟକୁ ଏକାଠି ନେଇ ଭଲ ଭାବେ ମିଶାଇ ଦିଅନ୍ତୁ। ଅନ୍ୟ ଏକ ପାତ୍ରରେ ଚଣା ପାଉଡ଼ର, ଡାଲଚିନି, ଜାଇଫଳ, ଲବଙ୍ଗ ପାଉଡ଼ର, ବେକିଂ ପାଉଡ଼ର, ଲୁଣ ନେଇ ଭଲ ଭାବେ ମିଶାଇ ଦିଅନ୍ତୁ। ବର୍ତ୍ତମାନ ଉଭୟ ମିଶ୍ରଣକୁ ଏକାଠି କରି ଭଲ ଭାବେ ଗୋଳାଇ ଦିଅନ୍ତୁ। ଯଦି ମିଶ୍ରଣ ଅଧିକ ବହଳିଆ ହୁଏ ତେବେ ଅଳ୍ପ ଆଲମଣ୍ଡ କ୍ଷୀର ମିଶାଇ ପାରିବେ।
– ବର୍ତ୍ତମାନ ଚୁଲାରେ ମଧ୍ୟମ ଆଞ୍ଚରେ ଏକ ନନ୍‌ଷ୍ଟିକ୍‌ ତାଓ୍ବା ବସାନ୍ତୁ। ଏହା ଉପରେ ଅଳ୍ପ ତେଲ ନେଇ ଭଲ ଭାବେ ଚାରିଆଡ଼େ ଲଗାନ୍ତୁ। ଏଥିରେ ଆବଶ୍ୟକ ମାତ୍ରାରେ ପୂର୍ବ ପ୍ରସ୍ତୁତ ମିଶ୍ରଣକୁ ନେଇ ଚାମଚ ସାହାଯ୍ୟରେ ଗୋଲ କରନ୍ତୁ। ହାଲକା ବ୍ରାଉନ କଲର ହୋଇଗଲେ ଏହାକୁ ଓଲଟାଇ କିଛି ସମୟ ରଖିବା ପରେ କାଢ଼ି ଦିଅନ୍ତୁ। ସେହିପରି ସମସ୍ତ ପ୍ୟାନ୍‌କେକ୍‌ ପ୍ରସ୍ତୁତ କରି ଗରମ ଗରମ ଖାଇବାର ମଜା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ପ୍ରତିବର୍ଷ ମାଡ଼ି ଆସୁଛି ମହାବିପତ୍ତି, ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ!

ଜଳବାୟୁ ପରିବର୍ତ୍ତନ ଉପରେ ଚାରି ଦଶନ୍ଧିର ବୈଜ୍ଞାନିକ ଗବେଷଣା ଏପରି ନିଷ୍କର୍ଷ ପ୍ରକାଶ କରିଛି ଯାହା ପୃଥିବୀର ଭବିଷ୍ୟତ ବିଷୟରେ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି ।…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri