Posted inଜାତୀୟ

ରନ୍ ୱେକୁ ଯାଇ ପୁଣି ବେ କୁ ଫେରିଆସିଲା ଏୟାର ଏସିଆ ବିମାନ

ପୁଣେ,୭ ।୧୧: ଦେଶରେ ଏବେ ବିମାନ କମ୍ପାନୀର କିଛି ବିମାନରେ କିଛି ନା କିଛି ତ୍ରୁଟି ଦେଖିବାକୁ ମିଳୁଛି । ରବିବାର ସନ୍ଧ୍ୟାରେ ଏୟାର ଏସିଆର ଏକ ବିମାନରେ କିଛି ଟେକନିକାଲ ତ୍ରୁଟି ଦେଖାଯାଇଛି । ଫଳରେ ବିମାନଟି ଉଡିବା ପୂର୍ବରୁ ରନ୍ ୱେରୁ ପୁଣି ବେ କୁ ଫେରି ଆସିଥିଲା । ସୂଚନା ଅନୁଯାୟୀ, ଟେକ୍ ଅଫ୍ ସମୟରେ କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ବିମାନ ଯାତ୍ରାକୁ ରଦ୍ଦ କରିବାକୁ ପଡିଛି ।
ବିମାନ କମ୍ପାନୀର ପ୍ରବକ୍ତା କହିଛନ୍ତି, ବିମାନ ଉଡାଣରେ ବିଳମ୍ବ ଯୋଗୁ ଯାତ୍ରୀଙ୍କୁ କ୍ଷମା ମାଗୁଛୁ । ସୂଚନାଯୋଗ୍ୟ. ଏହା ପୂର୍ବରୁ ଦିଲ୍ଲୀରୁ ବେଙ୍ଗାଲୁରୁ ଯିବାକୁ ଥିବା ଏକ ବିମାନକୁ ଏହାର ଇଞ୍ଜିନରେ ନିଆଁ ଦେଖାଦେବାରୁ ଦିଲ୍ଲୀ ବିମାନ ବନ୍ଦରରେ ଅଟକାଇ ଦିଆଯାଇଥିଲା । ଏହା ରନୱେରେ ଥିବା ବେଳେ ମାତ୍ର କେଇ ସେକେଣ୍ଡ ମଧ୍ୟରେ ଏହା ଉଡିଯାଇଥାଆନ୍ତା । ହେଲେ ଜଣେ ଯାତ୍ରୀଙ୍କ ନଜରରେ ଏହା ଆସିବାରୁ ବିମାନଟିକୁ ରନ ୱେରେ ହିଁ ଅଟକାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri